ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଟକ

ଭଣ୍ଡାରିପୋଖରୀ,୨୯।୨ (ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାଗୀରଥି ଜେନା ୨୦୧୯ ମସିହାରେ ଜନୈକା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶୁକ୍ରବାର ରାତିରେ ଭାଗୀରଥିଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଛି।