ମହିଳାଙ୍କୁ ବଳାତ୍କାର ଅଭିଯୋଗ,ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କ ଏତଲା କ୍ରମେ ଆଇଆଇସି ବସନ୍ତ କୁମାର ସେଠୀ ନଂ. ୨୨୦/୧୯ ଦଫା ୩୭୬ (୨) (ଏନ୍‌) ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ୨୦୧୮ ନଭେମ୍ବର ୩ ତାରିଖରୁ ୨୦୧୯ ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଇଲାକାର ଜଣେ ବ୍ୟକ୍ତି ତାଙ୍କୁ ବିଭିନ୍ନ ସମୟରେ ବ୍ଲାକମେଲିଂ କରି ବଳାତ୍କାର କରିଥିବା ମହିଳା ଜଣକ ଏତଲାରେ ଉଲ୍ଲେଖ କରିଛନ୍ତି। ଲୋକଲଜ୍ଜା ଭୟରେ ସେ ଅଭିଯୋଗ କରୁ ନ ଥିଲେ। କିନ୍ତୁ ମାନସିକ ଯନ୍ତ୍ରଣା ଅସହ୍ୟ ହେବାରୁ ବାଧ୍ୟହୋଇ ମହିଳା ଜଣକ ଶନିବାର ଥାନାରେ ଏତଲା ଦେଇଥିବା ପୋଲିସକୁ କହିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସନ୍ଦିଗ୍ଧ ଇଲାକାରେ ଚଢ଼ାଉ କରିଥିଲେ ମଧ୍ୟ ତାଙ୍କୁ ଧରିପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri