ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର, ୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ମହିଳା ଜଣଙ୍କ ଘରେ ଏକୁଟିଆ ଥିତ୍ବା ସୁଯୋଗରେ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏକ ମାମଲା(ନଂ.୬୪/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର: ୨୪ଘଣ୍ଟାରେ ୩ ଘଟଣାରେ ଆତଙ୍କିତ ସହରବାସୀ

ଅସୁରକ୍ଷିତ ହୋଇପଡ଼ିିଛି ରାଜଧାନୀ ଭୁବନେଶ୍ୱର। କଥା କଥାରେ ବୁଲୁଛି ଖଣ୍ଡା, ଭୁଜାଲି। ଦିନ ହେଉ ଅବା ରାତି ମହିଳାଙ୍କଠାରୁ ଆରମ୍ଭ କରି ପୁରୁଷ କେହି ସୁରକ୍ଷିତ ନାହାନ୍ତି।…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri