ମହିଳାଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର,୮।୩(ଡି.ଏନ୍‌.ଏ.) – ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ହସ୍‌ପିଟାଲକୁ ପଠାଇଛି। ନଂ.୯୭/୨୦ରେ ଏକ ହତ୍ୟା ମାମଲା ରୁଜୁକରି ସ୍ବାମୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି।
ପ୍ରକାଶ ଯେ, ତାର୍‌ସିଂ ଥାନା ବୁରପଲ୍ଲୀର ବସୁମତି ୧୨ ବର୍ଷ ପୂର୍ବେ ବାଲିଆପଟାର ସନ୍ୟାସୀଙ୍କୁ ବିବାହ କରିଥିଲେ। ସେମାନଙ୍କର ୨ ସନ୍ତାନ ଅଛନ୍ତି। ସନ୍ୟାସି ବସୁମତିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଏନେଇ ଦୁଇବର୍ଷ ପୂର୍ବେ ଥାନାରେ ବସୁମତି ଅଭିଯୋଗ ପରେ ଘଟଣାର ସମାଧାନ ହୋଇଥିଲା। ଶୁକ୍ରବାର ରାତିରେ ବସୁମତି ମୃତ୍ୟୁବରଣ କରିଥିଲେ। କିନ୍ତୁ ସନ୍ୟାସି ଶନିବାର ସକାଳେ ଏନେଇ ଶଶୂର ଘରକୁ ସୂଚନା ଦେଇଥିଲେ। ବସୁମତିଙ୍କ ଭାଇ ଓ ମା’ ସକାଳେ ବାଲିଆପଟାରେ ପହଞ୍ଚତ୍ଥିଲେ। ବସୁମତି ରଶି ଲଗାଇ ଝୁଲି ରହିଥିବାବେଳେ ଗୋଡ଼ ଦୁଇଟି ତଳେ ଲାଗିଥିବା ଦେଖିଥିଲେ। ଏହାପରେ ବସୁମତିଙ୍କ ମା’ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ଝୁଲାଇ ଦିଆଯାଇଥିବା ଥାନାରେ ଅଭିଯୋଗ କରିଥିଲେ। ଏଥିରେ ତାଙ୍କ ସ୍ବାମୀ, ଶାଶୁ ଓ ଦିଅର ଜଡ଼ିତ ଅଛନ୍ତି ବୋଲି ଅଭିଯୋଗ ହୋଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri