ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ ହୋଇଛି। ପ୍ରକାଶ ଯେ, ଘର କାନ୍ଥକୁ ନେଇ ଗୋପାଳପୁର ଏନ୍ଏସି ଅଞ୍ଚଳ ନୂଆସାହିର ପ୍ରିୟଙ୍କା ପାତ୍ର ଓ ପଡ଼ୋଶୀଙ୍କ ମଧ୍ୟରେ ବିଭିନ୍ନ ସମୟରେ କଳହ ଲାଗି ରହିଥିଲା। କାନ୍ଥ କାହାର ସେନେଇ ବୁଧବାର ଚିହ୍ନଟ ପ୍ରକ୍ରିୟା ଚାଲିଥିବାବେଳେ ରାଜସ୍ବ ନିରୀକ୍ଷକ ଓ ପୋଲିସ ଉପସ୍ଥିତିରେ ହଠାତ୍ ପଡ଼ୋଶୀ ପ୍ରିୟଙ୍କାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିଲେ। ଏନେଇ ପ୍ରିୟଙ୍କା ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିବାରୁ ନଂ.୨୪/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଥିବା ଥାନାଧିକାରୀ ବିବେକାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍ ମୋଡ୍ରେ ହ୍ୱାଇଟ୍ ହାଉସ୍
ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…
ଚମକିଲେ ବସ୍ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍ମା: ମିଳିଲା ବଡ଼ ଅଫର୍
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…
ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ
ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…
ମାତ୍ର ୨୭ ବର୍ଷରେ କ୍ରିକେଟ୍ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍ର ଧରିଲେ ମାଇକ
ନୂଆଦିଲ୍ଲୀ,୯।୧୦: ଆଇପିଏଲ୍ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ
ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…
ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…
ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍
ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

