‘ମହିଳାଙ୍କ ଏକତାରେ ସମାଜର ପରିବର୍ତ୍ତନ ସମ୍ଭବ’

କୋରେଇ,୧୩।୮(ସ୍ବ.ପ୍ର.)- ଜାତୀୟ ଏକତା ପରିଷଦର ଯାଜପୁର ଜିଲା ଶାଖା ପକ୍ଷରୁ ସୋମବାର ଖମଣ ପଞ୍ଚାୟତର ଶଙ୍ଖଚିଲାଠାରେ ଜଳ, ଜମି, ଜଙ୍ଗଲ ଉପରେ ମହିଳାଙ୍କ ଅଧିକାର ଶୀର୍ଷକ ଏବଂ ମହିଳା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥିଭାବେ ଜାତୀୟ ମାନବିକ ଅଧିକାର କମିଶନ ସଦସ୍ୟ ତଥା ବିନୋବା ସେବା ପ୍ରତିଷ୍ଠାନର ଅଧ୍ୟକ୍ଷ ମନୋଜ ଜେନା ଯୋଗଦେଇ ମହିଳାଙ୍କ ଏକତାରେ ସମାଜର ପରିବର୍ତ୍ତନ ସମ୍ଭବ ବୋଲଇ କହିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ସରପଞ୍ଚ ସୁଶାନ୍ତ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ କୋରାଇ ବ୍ଲକର ମିଶନ ଶକ୍ତି ସଂଯୋଜିକା ପ୍ରୀୟଙ୍କା ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତି ଶଙ୍ଖଚିଲାର ସଭାପତି ସୌଦାମିନୀ ସାହୁ, ଭୁବନମୋହନ ମହାନ୍ତି, ଗାୟତ୍ରୀ ପୃଷ୍ଟି, ନିରୁପମା ମଳିକ, ଅଞ୍ଜନା ତ୍ରିପାଠୀ, ପ୍ରଶନ୍ନ ସ୍ବାଇଁ, ହାଡିବନ୍ଧୁ ସ୍ବାଇଁ, ଶୁକଦେବ ପୃଷ୍ଟି, ଦିଲ୍ଲୀପ ଜେନା, ଉତ୍କଳ ଜେନା ପ୍ରମୁଖ ଯୋଗଦେଇଥିଲେ। ଯାଜପୁର ଏକତା ପରିଷଦର ଜିଲା ସଂଯୋଜକ ଅକ୍ଷୟ କୁମାର ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସମସ୍ତ କ୍ଷେତ୍ରରେ ମହିଳାଙ୍କୁ କିପରି ନ୍ୟାୟ, ଅଧିକାର ଓ ସମ୍ମାନ ମିଳିପାରିବ ସେ ନେଇ ଆଲୋଚନା ହୋଇଥିଲା। ଏଥିସହ ଭୂମିହୀନ ମହିଳାଙ୍କୁ ଜମି ଓ ଗୃହ ଯୋଗାଇଦେବା ସହ ମହିଳା ଚାଷୀଙ୍କୁ ସରକାରୀ ମାନ୍ୟତା ଦେବା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଶେଷରେ ଜମୁନା ନାଥ ଧନ୍ୟବାଦ ଦେଇଥିଲେ। ସଭାପତି ଅକ୍ଷୟ କୁମାର ଜେନା ସଭା କାର୍ଯ୍ୟ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri