ମହିଳାଙ୍କ ଫଟୋକୁ ଅଶ୍ଳୀଳ ସାଙ୍ଗକୁ ଭାଇରାଲ କରି ଯୁବକ ଅଟକ

ଓଡଗାଁ, ୪|୪(ସ୍ଵ. ପ୍ର.)- ଜଣେ ମହିଳାଙ୍କ ଫଟୋକୁ ଅଶ୍ଳୀଳ କରି ହ୍ଵାଟ୍ସଆପରେ ଭାଇରାଲ କରିବା ଅଭିଯୋଗରେ ସ୍ଥାନୀୟ ଆଦର୍ଶ ଥାନା ପୋଲିସ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି | ଅଭିଯୁକ୍ତ ଜଣକ ଅବିବାହିତ ଓ ତାଙ୍କ ଘର ଏହି ଥାନା ଅନ୍ତର୍ଗତ ମସାବରୀ ଗ୍ରାମରେ। ଫଟୋ ଭାଇରାଲ ସଂକ୍ରାନ୍ତରେ ମହିଳାଙ୍କ ସ୍ୱାମୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୭୮/୨୦ ନମ୍ବରରେ ଏକ ମାମଲା ରୁଜୁ କରିଛି | ଏହା ସାଇବର କ୍ରାଇମ ହୋଇଥିବାରୁ ଏସଡିପିଓଙ୍କ ନିର୍ଦ୍ଦେଶକ୍ରମେ ଶରଣକୁଳ ଥାନା ଅଧିକାରୀ କିରଣ ହେମ୍ବ୍ରମ ମାମଲାର ତଦନ୍ତ କରୁଛନ୍ତି। ଅନୁସନ୍ଧାନ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରାଯିବ ବୋଲି ହେମ୍ବ୍ରମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri