ମହିଳାଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା,୮।୯(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପୋକଣ୍ଡା ଗ୍ରାମର ଏକ ପଣଷ ଗଛରୁ ଝୁଲନ୍ତା ଅବସ୍ଥାରେ ସେହି ଗ୍ରାମର ଶୁଭଦ୍ରା ନାୟକ(୨୭)ଙ୍କ ମୃତଦେହ ରବିବାର ସକାଳେ ଠାକୁରଗଡ଼ ପୋଲିସ ଉଦ୍ଧାର କରିଛି। ପୋଲିସ କହିଛି, ଶୁଭଦ୍ରା ତାଙ୍କ ସ୍ବାମୀଙ୍କ ସହ ଶନିବାର କୌଣସି କାରଣରୁ ଝଗ଼ଡା ସୃଷ୍ଟି ହୋଇଥିଲା। ପରେ ଶୁଭଦ୍ରା ତାଙ୍କ ଘର ନିକଟସ୍ଥ ଏକ ପଣଷ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ଅଞ୍ଚଳବାସୀ ତାଙ୍କ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଏ ନେଇ ନଂ. ୫/୧୯ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri