ମହିଳା ଗୋଷ୍ଠୀ ଖୋଲିଲେ ଖୁଚୁରା ବିକ୍ରୟ କେନ୍ଦ୍ର

ଖଇରା, ୩୧ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ମହିଳା ଗୋଷ୍ଠୀ ଅଣ୍ଟା ଭିଡିଛି। ଖଇରାର ସଞ୍ଚୟିକା ପଞ୍ଚାୟତସ୍ତରୀୟ ମହିଳା ମହାସଂଘ ଅଧୀନ ଭାଗବତ ଗୋସେଇଁ ମହିଳା ମଣ୍ଡଳର ସଦସ୍ୟାମାନେ ସୋମବାର ଖଇରା ବଜାରରେ ଏକ ଅସ୍ଥାୟୀ ଖୁଚୁରା ବିକ୍ରୟ କେନ୍ଦ୍ର ଖୋଲି ଜନସାଧାରଣଙ୍କୁ ସୁଲଭ ମୂଲ୍ୟରେ ଖାଉଟି ସାମଗ୍ରୀ ଯୋଗାଇଛନ୍ତି ା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏହାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ଓରମାସର ମୁଖ୍ୟ ନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳ, ଓଡିଶା ଜୀବିକା ମିଶନର ବ୍ଲକ ସଂଯୋଜିକା ଶୋଭନା ଦାସ, ଖଇରା ସରପଞ୍ଚ ସୁଦର୍ଶନ ସେଠୀ, ସଂଘର ଏମବିକେ ନିରୁପମା ନାୟକ, ମହାସଂଘର ସଭାପତି ରଶ୍ମିତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ା ସଦସ୍ୟାମାନେ ଆଳୁ ପିଆଜ ଓ ଅଦା ଆଦି ସୁଲଭ ମୂଲ୍ୟରେ ବିକ୍ରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri