Posted inଖେଳ

ମହିଳା ଟିମ୍‌ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ: ଋତୁପର୍ଣ୍ଣା-କୃତ୍ତିକା ପରାସ୍ତ

ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ବ୍ୟାଡ୍‌ମିଣ୍ଟନ ଟିମ୍‌ ଇଭେଣ୍ଟରେ କିଟ୍‌ର ଆରମ୍ଭ ଭଲ ହୋଇନାହିଁ। କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଜଣାଶୁଣା ବ୍ୟାଡ୍‌ମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ କୃତ୍ତିକା ଭଟ୍ଟାଚାର୍ଯ୍ୟ ଯୋଡ଼ି ମହିଳା ଡବଲ୍ସରେ ପରାସ୍ତ ହୋଇଛନ୍ତି। କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମହିଳା ଡବଲ୍ସରେ ଋତୁପର୍ଣ୍ଣା-କୃତ୍ତିକା ଯୋଡ଼ି ପଞ୍ଜାବ ବିଶ୍ୱବିଦ୍ୟାଳୟର ଆକାଂଶି ବାଲିୟାନ ଓ ଦାମନ ରାଜ କୁମାର ଯୋଡ଼ିଙ୍କଠାରୁ ୧୨-୨୧, ୧୫-୨୧ ପଏଣ୍ଟରେ ହାରି ଯାଇଛନ୍ତି। ସିଙ୍ଗଲ୍ସରେ ମଧ୍ୟ ଇଶିକା ପଟ୍ଟନାୟକ ପଞ୍ଜାବ ବିଶ୍ୱବିଦ୍ୟାଳୟର ନିକିତାଙ୍କଠାରୁ ୬-୨୧, ୬-୨୧ ପଏଣ୍ଟରେ ପରାସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri