Posted inଜାତୀୟ

ମହିଳା ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେବେ ମହିଳା

ଥିରୁଭାନନ୍ତପୁରମ,୭।୩: ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ଅବସରରେ କେରଳର ମହିଳାମାନେ ନାରୀ ସଶକ୍ତିକରଣ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡିବାକୁ ପ୍ରସ୍ତୁତ ହୋଇଛନ୍ତି। ମାର୍ଚ୍ଚ ୮ ରବିବାର ଅନ୍ତରାଷ୍ଟ୍ରୀୟ ମହିଳା ଦିବସ ପଡୁଥିବା ବେଳେ ଏହି ଅବସରରେ କେରଳର ସମସ୍ତ ପୋଲିସ ଷ୍ଟେଶନ, ରେଲଓ୍ବେ ଷ୍ଟେଶନରେ କେବଳ ମହିଳାମାନେ କାର୍ଯ୍ୟ କରିବେ ବୋଲି ଜଣାପଡିଛି। କେରଳର ଡିଜିପି ଲୋକନାଥ ବେହେରା ସମସ୍ତ ଜିଲାର ପୋଲିସ ଅଧିକାରୀଙ୍କୁ ମାର୍ଚ୍ଚ ୮ରେ ମହିଳା ପୋଲିସଙ୍କୁ ଷ୍ଟେଶନ ହାଉସ ଅଫିସର(ଏସ୍‌ଏଚ୍‌ଓ) ଡ୍ୟୁଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ଥାନାର ବରିଷ୍ଠ ଅଧିକାରୀ ଲୋକଙ୍କ ସହ କଥା ହେବେ ଓ ସେମାନଙ୍କ ଅଭିଯୋଗ ଯାଞ୍ଚ କରିବେ। ଏହିଦିନ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଗାଡିର ଏସ୍‌କର୍ଟରେ ମହିଳା କମାଣ୍ଡୋଙ୍କୁ ନିଯୁକ୍ତ କରାଯିବ ବୋଲି ଡିଜିପି କହିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ସମ୍ମୁଖରେ ମହିଳା ପୋଲିସ ଗାର୍ଡ ଡ୍ୟୁଟି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?