Posted inଖେଳ

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି ୫-୦ ବ୍ୟବଧାନରେ ଜାମାଇକାକୁ ପରାସ୍ତ କରିଛି। ଇଂଲଣ୍ଡ ପାଇଁ ଯୋଡି ଟେଲର ଏକମାତ୍ର ସ୍କୋର କରିଥିଲେ। ସେହିଭଳି ଇଟାଲି ପାଇଁ କ୍ରିଷ୍ଟିନା ଗିରେଲି ହ୍ୟାଟ୍ରିକ ଗୋଲ ଦେଇଥିଲେ। ଏହି ଦୁଇ ଦଳ ବ୍ୟତୀତ ଜର୍ମାନୀ ଓ ଫ୍ରାନ୍ସ ମଧ୍ୟ ରାଉଣ୍ଡ ୧୬କୁ ଉନ୍ନୀତ ହୋଇଛନ୍ତି। ଅନ୍ୟପକ୍ଷରେ ଜାପାନକୁ ନକ୍‌ଆଉଟ୍‌ ରାଉଣ୍ଡରେ ପ୍ରବେଶ କରିବା ପାଇଁ ଏକ ପଏଣ୍ଟ ଦରକାର। ଏଣୁ ଜାପାନକୁ ପ୍ୟାରିସଠାରେ ଖେଳାଯିବାକୁ ଥିବା ସ୍କଟଲାଣ୍ଡ ବିପକ୍ଷ ମୁକାବିଲାକୁ ଅତିକମ୍‌ରେ ଅମୀମାଂସିତ ରଖିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି।…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ…

ଏହି ଗମ୍ଭୀର ରୋଗରେ ପୀଡିତ ଥିଲେ କୋହଲି, କ’ଣ ସେହି ରୋଗ, ଯେଉଁଥିରେ ୭୦% ଲୋକ ଶିକାର

ନୂଆଦିଲ୍ଲୀ,୨୦।୫: ବିଶ୍ୱର ସବୁଠାରୁ ସଫଳ ଖେଳାଳିମାନଙ୍କ ମଧ୍ୟରେ ଗଣାଯାଉଥିବା ବିରାଟ କୋହଲି ଅନେକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, କ୍ୟାରିୟରର ଏକ…

ଭାରତୀୟ ଦଳରେ ୪ ନୂଆ ଖେଳାଳିଙ୍କ ଆଗମନ ପରେ ଏହି ବଡ଼ ଖେଳାଳିଙ୍କ କ୍ୟାରିଅର ହୋଇଯିବ ଶେଷ! ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୨୦।୫: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଦିନିକିଆ ସିରିଜ ଏବଂ ଏକମାତ୍ର ଟେଷ୍ଟ ପାଇଁ ଦଳ ଘୋଷଣା କରିଛି। ଆଫଗାନିସ୍ତାନ ଭାରତ ଗସ୍ତରେ ଗୋଟିଏ ଟେଷ୍ଟ ଖେଳିବ, ଯାହା…

IPLରେ ପୁଳାପୁଳା ଟଙ୍କା ରୋଜଗାର କରୁଛନ୍ତି କୋହଲି, ଜାଣନ୍ତୁ କେତେ

ମୁମ୍ବାଇ, ୧୯ା୫ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୮ ବର୍ଷ ଇତିହାସରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ତରଫରୁ ଖେଳିଆସୁଥିବା ବିରାଟ କୋହଲିଙ୍କ ଆୟ ଅନ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri