Posted inଜାତୀୟ

ମହିଳା ସମେତ ୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ଚଣ୍ଡିଗଡ଼,୧୨।୧୧: ପଞ୍ଜାବ ପୋଲିସର ଅପରେଶନ୍‌ ସେଲ୍‌ ପକ୍ଷରୁ ୨ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଉକ୍ତ ୨ ଆତଙ୍କବାଦୀଙ୍କ ପରିଚୟ ମିଳିଛି। ମହିଳା ଜଣଙ୍କ ଲୁଧିଆନାରେ ଜଣେ ନର୍ସ ଭାବେ କାର୍ଯ୍ୟରତ ଥିବା ବେଳେ ତାଙ୍କୁ ସେଠାରୁ ପୋଲିସ ଗିରଫ କରିଛି। ଅନ୍ୟ ଆତଙ୍କବାଦୀଙ୍କୁ ଗୁରୁଦାସପୁରରୁ ଗିରଫ କରାଯାଇଥିବା ବେଳେ ସେ ଦୁବାଇରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଉକ୍ତ ଖଲିସ୍ତାନୀ ଆତଙ୍କବାଦୀ ହିନ୍ଦୁ ସଂଗଠନର ବହୁ ନେତାଙ୍କୁ ଟାର୍ଗେଟ କରି ପଞ୍ଜାବରେ ବଡ଼ ଆକ୍ରମଣର ଷଡ଼ଯନ୍ତ୍ର କରିଥିଲେ। ହେଲେ ପୋଲିସ ତାଙ୍କର ସମସ୍ତ ଷଡ଼ଯନ୍ତ୍ରକୁ ପଣ୍ଡ କରିଛି। ଏହି ଆତଙ୍କବାଦୀଙ୍କୁ ବିଦେଶରୁ ଫଣ୍ଡ ମିଳୁଥିଲା ବୋଲି ପୋଲିସ ସୂଚନା ଦେଇଛି। ଅନ୍ୟପଟେ ୨ଆତଙ୍କବାଦୀଙ୍କୁ ମଙ୍ଗଳବାର କୋର୍ଟରେ ହାଜର କରାଯାଇଥିବା ବେଳେ ସେମାନଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri