ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର କେତେଜଣ ଠିକାଦାର ଓ ରାଜନୀତିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁ ରହିଛି। ଏହି ବ୍ୟକ୍ତିମାନେ ଦୁର୍ନୀତିରେ ଲିପ୍ତ ରହିଥିବା ଏବଂ ସେମାନଙ୍କୁ ଜନଅଦାଲତରେ ଦଣ୍ଡିତ କରାଯିବ ବୋଲି ଉଲ୍ଲେଖ କରାଯାଇଛି। ଏ ନେଇ ରାଇକିଆ ଥାନା ଅଧିକାରୀ ଅଲେଖ ଗରଡ଼ିଆ କହିଛନ୍ତି, ଧମକପୂର୍ଣ୍ଣ ଚିଠି ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। କୌଣସି ବ୍ୟକ୍ତି ମାଓବାଦୀ ନାଁରେ ଧମକ ଦେବାପାଇଁ ଏପରି କରିଥାଇ ପାରନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri