Posted inଜାତୀୟ

ମାଓବାଦୀଙ୍କ ଜୀବନ କାହାଣୀ: ପୋଲିସ ବିଭାଗ ପକ୍ଷରୁ ନିର୍ମିତ ହେଉଛି ଫିଲ୍ମ; ମୁଖ୍ୟ ଭୂମିକାରେ ଏସ୍‌ପି

ବିଳାସପୁର,୧୦।୭: ମାଓବାଦୀଙ୍କ ଜୀବନ କାହାଣୀ ଉପରେ ଛତିଶଗଡ଼  ପୋଲିସ ପକ୍ଷରୁ ଏକ କ୍ଷୁଦ୍ର ଫିଲ୍ମ ନିର୍ମାଣ କରାଯିବା ଯୋଜନା କରାଯାଇଛି। ଏଥିରେ ଏସ୍‌ପି ଡ. ଅଭିଷେକ ପଲ୍ଲବ ମୁଖ୍ୟ ଭୂମିକାରେ ଅଭିନୟ କରିବେ ବୋଲି କୁହାଯାଉଛି। ଫିଲ୍ମରେ ଶହେରୁ ଅଧିକ ପୋଲିସ କର୍ମଚାରୀ ଅଭିନୟ କରିବେ। ଏହାର କାହାଣୀକାର ଏବଂ ଗୀତିକାର ହେଉଛନ୍ତି ଏସ୍‌ପି ସୂରଜ ସିଂ ପରିହାର। ଯୁବବର୍ଗଙ୍କୁ କିଭଳି ପ୍ରଲୋଭିତ କରି ମାଓବାଦୀ ସଂଗଠନରେ ସାମିଲ୍‌ କରାଯାଉଛି ଏବଂ ପରବର୍ତ୍ତୀ ସମୟରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଫିଲ୍ମରେ ଦୃଶ୍ୟାଙ୍କନ କରାଯିବ। ୧୦ ମିନିଟର ଏହି କ୍ଷୁଦ୍ର ଫିଲ୍ମରେ ମାଓବାଦୀ ସଂଗଠନରେ ସାମିଲ ନ ହେବାକୁ ସଚେତନ କରାଯିବ। ଫିଲ୍ମର ନାମ କରଣ ‘ସୁବହ କା ସୂରଜ’ ଭାବେ କରାଯାଇଛି। ଏହାର ଶୁଟିଂ କାରଲିର ଘନ ଜଙ୍ଗଲରେ କରାଯିବ। ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଫିଲ୍ମରେ ମାଓବାଦୀଙ୍କ ମୁଖିଆ ଭାବେ ଅଭିନୟ କରିବାକୁ କୋଲକତାରୁ ଜଣେ ଅଭିନେତାଙ୍କୁ ଅଣାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri