Posted inଜାତୀୟ

ମାଓବାଦୀଙ୍କ ଟାର୍ଗେଟ୍‌ରେ ସୁରକ୍ଷାକର୍ମୀ: ଆଇଇଡି ବିସ୍ପୋରଣରେ ୧୫ କୋବ୍ରା ଯବାନ ଆହତ

ରାଞ୍ଚି, ୨୮।୫: ଝାଡ଼ଖଣ୍ଡରେ ମାଓବାଦୀ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ସ୍ଥାନୀୟ ସରାୟକେଲାର କୁଚାଇ ଅଞ୍ଚଳରେ ୨୦୯ କୋବ୍ରା ବାଟାଲିୟନ ଏବଂ ପୋଲିସ କର୍ମଚାରୀଙ୍କ ଏକ ଦଳ ଉପରେ ମାଓବାଦୀ ଆଇଇଡି ବିସ୍ଫୋରଣ କରିଛନ୍ତି। ସ୍ପେଶାଲ ଅପରେଶନରେ ନିୟୋଜିତ ଥିବା ମିଳିତ ସୁରକ୍ଷାକର୍ମୀଙ୍କ ଦଳକୁ ଲକ୍ଷ୍ୟ ରଖି ମାଓବାଦୀ ଏଭଳି କାଣ୍ଡ ଭିଆଇଛନ୍ତି। ଏଥିରେ ୧୫ ଯବାନ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳ ୬ଟା ୫୦ରେ ଆହତ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri