Posted inଜାତୀୟ

ମାଓବାଦୀଙ୍କ ପାଖରେ ପାକିସ୍ତାନ ଆର୍ମି ରାଇଫଲ୍‌

ରାୟପୁର, ୧୫।୬: ପାକିସ୍ତାନ ମାଓବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା କଥା ଏବେ ସ୍ପଷ୍ଟ ହୋଇଛି। ନିକଟରେ ଛତିଶଗଡ଼ ଉତ୍ତର ବସ୍ତରର କାଙ୍କେରରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହେବା ପରେ ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ପାକିସ୍ତାନ ଆର୍ମିର ରାଇଫଲ ଥିବା କୁହାଯାଉଛି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଭାରତରେ ଅଶାନ୍ତି ସୃଷ୍ଟି ପାଇଁ ମାଓବାଦୀ ଏବଂ ଖଲିସ୍ତାନ ଆତଙ୍କବାଦୀ ସମେତ ଅନ୍ୟ ବିଚ୍ଛିନ୍ନତାବାଦୀ ସଂଗଠନ ସହିତ ଯୋଗାଯୋଗରେ ରହିଥିବା କୁହାଯାଉଛି। ଏଥିରେ ପାକିସ୍ତାନ ଆର୍ମି ଏବଂ କିଛି ଆତଙ୍କବାଦୀ ସଂଗଠନକୁ ସାମିଲ୍‌ କରାଯାଇଛି। ଜବତ ହୋଇଥିବା ରାଇଫଲ ଜର୍ମାନୀର ହେକଲର୍‌ ଆଣ୍ଡ୍‌ କୋଚ୍‌ କମ୍ପାନୀ ଦ୍ୱାରା ନିର୍ମାଣ କରିଥିବା ଜଣାପଡ଼ିଛି। ଏହାକୁ ପାକିସ୍ତାନ ଆର୍ମି ବ୍ୟବହାର କରୁଥିବା କୁହାଯାଉଛି। ଏହାକୁ ନେଇ ଭାରତୀୟ ସୁରକ୍ଷା ଏଜେନ୍ସି ଗୁଡ଼ିକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri