ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ ରବିବାର ଯବାନ, ଏସ୍‌ଓଜି, ଡିପିଏଫ୍‌ଙ୍କର ଏକ ମିଳିତ କମ୍ବିଂ ଅପରେଶନ ଚାଲିଥିଲା। ମାଓବାଦୀମାନେ ଯବାନଙ୍କୁ ଆକ୍ରମଣ କରିବା ପାଇଁ ଏହି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଥିଲେ। ଏଥିରେ କାହାରି କିଛି କ୍ଷତି ହୋଇନାହଁ। ୨ଟି ଲ୍ୟାଣ୍ଡମାଇନ ଏବଂ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି ବୋଲି ରାୟଗଡା ଏସ୍‌ପି ଶ୍ରବଣା ବିବେକ୍‌ ଏମ୍‌ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର...

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri