ମାଓବାଦୀ ନେତା ନବୀନ ସଂଗଠନରୁ ବହିଷ୍କୃତ

ମାଲକାନଗିରି,୭।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଆତଙ୍କ ଖେଳାଉଥିବା ଗାଳିକୋଣ୍ଡା ମାଓବାଦୀ ସଂଗଠନର ସମ୍ପାଦକ ନବୀନଙ୍କୁ ସଂଗଠନରୁ ବହିଷ୍କାର କରାଯାଇଥିବା ଆନ୍ଧ୍ର ଓ ଓଡ଼ିଶା ସ୍ବତନ୍ତ୍ର ବୋର୍ଡ ଜୋନାଲ କମିଟିର ମୁଖ୍ୟ ଗଣେଶ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି। ନବୀନ ମାଓବାଦୀ ସଂଗଠନ ବିରୋଧୀ ଆଚରଣ ଓ ଆଦିବାସୀ ମହିଳାଙ୍କୁ ଅସଦାଚରଣ ଭଳି କାର୍ଯ୍ୟ କରିଥିବାରୁ ଏଥିପାଇଁ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି ା ନବୀନ ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିଏସଏଫ୍‌ ଯବାନଙ୍କ ଉପରେ ଆକ୍ରମଣ, ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା, ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଭଳି ବହୁ ମାଓବାଦୀ ହିଂସାରେ ସଂପୃକ୍ତ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ଥିଲା ଶତ୍ରୁତା, ବଚସା ପରେ ଯୁବକଙ୍କୁ ମଦ କାଚ ଭୁସି ହତ୍ୟା

ରାୟଗଡ଼ା,୨୭।୩(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହରର ରାମକୃଷ୍ଣ ନଗରରେ ଜଣେ ଯୁବକଙ୍କୁ ମଦ କାଚରେ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ କ୍ରିଷ୍ଣା କଣ୍ଡାଗରି (୩୦)।...

କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା

ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ...

ଚିଟ୍‌ଫଣ୍ଡ ନାଁରେ ୫କୋଟି ଠକେଇ, ମହିଳା ଫେରାର

ରାୟଗଡ଼ା,୨୩ା୩(ଆଶିଷ ରଞ୍ଜନ ପଣ୍ଡା): ବେଆଇନ ଭାବେ ଚାଲିଥିବା ଚିଟ୍‌ଫଣ୍ଡ ସ୍କିମ୍‌ ଓ ସୁଧ କାରବାର ଉପରେ କୌଣସି ଅଙ୍କୁଶ ଲଗାଯାଇ ନ ଥିବାରୁ ଦିନକୁ ଦିନ...

ମା’ ମଝିଘରିଆଣୀ ହୁଣ୍ଡି ଟଙ୍କା ଗଣତି ଶେଷ: ବାହାରିଲା ୮୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ରାୟଗଡ଼ା,୧୮।୩(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଟଙ୍କା ଗଣତି ସୋମବାର ଶେଷ ହୋଇଛି। ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା...

ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଗଣତି ଆରମ୍ଭ

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ସୋମବାର ଖୋଲାଯାଇଛି। ଏହି ଗଣତିରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କର କର୍ମଚାରୀଙ୍କ...

ହାର୍ଡଓ୍ବୟାର ଦୋକାନରେ ଜିଏସ୍‌ଟି ଚଢ଼ାଉ

ରାୟଗଡ଼ା,୧୬ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନ୍ୟୁ କଲୋନୀସ୍ଥିତ ଫେୟାର ଡିଲ୍‌ କର୍ପୋରେଶନ ଦୋକାନରେ ଶନିବାର ଜିଏସ୍‌ଟି ଚଢ଼ାଉ ହୋଇଛି। ରାୟଗଡ଼ାସ୍ଥିତ ଜିଏସ୍‌ଟି ଏନଫୋର୍ସମେଣ୍ଟ ଡେପୁଟି...

ଭାଜପା ଆଶାୟୀଙ୍କ ସହ ଯୋଡ଼ିହେଲେ ତ୍ରିନାଥ

ରାୟଗଡ଼ା/ଗୁଣପୁର,୧୬।୩(ଆଶିଷ ରଞ୍ଜନ ପଣ୍ଡା/ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରର ପୂର୍ବତନ ବିଧାୟକ ତ୍ରିନାଥ ଗମାଙ୍ଗ ବିଜେଡି ଛାଡ଼ି ଶୁକ୍ରବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ...

ପ୍ରମୁଖ ଦଳ ଆଶାୟୀଙ୍କ ମେଣ୍ଟ ମନ୍ତବ୍ୟ, ଟିକେଟ ମିଳିଲେ କ’ଣ କରିବେ?

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସର ଆଶାୟୀମାନେ ଲୋକ ସଭା ଓ ବିଧାନସଭା ଆସନରେ ପ୍ରାର୍ଥୀ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri