ମାଓବାଦୀ ପୋଲିସ ମଧ୍ୟରେ ଗୁଳି ବିନିମୟ: ୩ ବନ୍ଧୁକ, ବିସ୍ଫୋରକ କିଟ୍‌ ଜବତ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାରେ ବୁଧବାର ପୁଣି ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଚିତ୍ରକୋଣ୍ଡା ଥାନାଠାରୁ ୩୦ କିମି ଦୂର ଗୁମରଉ ଜଙ୍ଗଲରେ ଆନ୍ଧ୍ର ଓଡ଼ିଶା ବର୍ଡରରେ ଜୋନାଲ କମିଟି ପକ୍ଷରୁ ଏକ ବଡ଼ଧରଣର ବୈଠକ ଚାଲୁଥିବା ଖବର ପାଇ ଆନ୍ଧ୍ର ଗ୍ରେ ହାଉଣ୍ଡ ପୋଲିସ କୋମ୍ବିଂ ଅପରେଶନ ଚଳାଇଥିଲା। ତେବେ ଯବାନଙ୍କୁ ସେଠାରେ ଦେଖି ମାଓବାଦୀ ଗୁଳିଚାଳନା କରିଥିଲେ। ପରେ ପୋଲିସର ପାଲଟା ଆକ୍ରମଣରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସର୍ଚ୍ଚ ଅପରେଶନ ବେଳେ ଘଟଣାସ୍ଥଳରୁ ୩ଟି ବନ୍ଧୁକ, ବିସ୍ଫୋରକ କିଟ୍‌ ବ୍ୟାଗ ଓ ମାଓବ୍ୟବହୃତ ସାମଗ୍ରୀ ପୋଲିସ ଜବତ କରିଛି। ରାମ କ୍ରିଷ୍ଣା ଚାଲ୍‌ପତି ଭଳି ଅନେକ ମାଓନେତା ଖସି ପଳେଇ ଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri