ମାଓବାଦୀ ପୋଷ୍ଟର: ଠିକାଦାର, ସୁପରଭାଇଜରଙ୍କୁ ହତ୍ୟା ଧମକ

ଭବାନୀପାଟଣା,୨।୨(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ମାଓବାଦୀ ପୁଣି ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ରାସ୍ତାକାମ ବନ୍ଦ କରିବାକୁ ଏଥିରେ ଚେତାବନୀ ଦିଆଯାଇଥିବା ବେଳେ କାମ ବନ୍ଦ ନ ହେଲେ ଠିକାଦାର ଓ ସୁପରଭାଇଜରଙ୍କୁ ମୃତ୍ୟୁଦଣ୍ଡର ଧମକ ମଧ୍ୟ ଦିଆଯାଇଛି।
ସୂଚନାନୁଯାୟୀ, କଳାହାଣ୍ଡି ଜିଲା ଅନ୍ତର୍ଗତ ଲାଞ୍ଜିଗଡ଼ ବ୍ଲକରେ ଚାଲିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାଠାରୁ ଅମଠାପଦର ରାସ୍ତାକାମକୁ ମାଓବାଦୀ ଶନିବାର ପୋଷ୍ଟର ଲଗାଇ ବିରୋଧ କରିଛନ୍ତି। ରାସ୍ତାକାମ ବନ୍ଦ ନ କଲେ ଠିକାଦାର ଏବଂ ସୁପରଭାଇଜରଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ ବୋଲି ଧମକପୂର୍ଣ୍ଣ ପୋଷ୍ଟର ଆମ୍ବଗୁଡ଼ା ନିକଟସ୍ଥ ଏକ ଖଜୁରୀଗଛ ଏବଂ ଜେସିବି ମେଶିନ ଉପରେ ଲଗାଯାଇଥିବା ରବିବାର ଦେଖିବାକୁ ମିଳିଛି। ଏହା ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri