ମା’କ୍ଷୀରରେ ଶିଶୁର ମସ୍ତିଷ୍କ ହୋଇଥାଏ ତୀବ୍ର

କୁହାଯାଏ, ମା’ କ୍ଷୀର ଅମୃତ ସମାନ। ଏହା ଶିଶୁକୁ ପୋଷଣ ଦେବା ସହ ଶିଶୁର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇଥାଏ। ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡ଼ିଛି, ମା’ କ୍ଷୀର ପିଇଲେ ଶିଶୁର ମସ୍ତିଷ୍କ ତୀବ୍ର ହୋଇଥାଏ। କାଲିଫର୍ନିଆ ୟୁନିଭରସିଟିରେ ହୋଇଥିବା ଏହି ରିସର୍ଚ୍ଚରୁ ଜଣାପଡ଼ିଛି, ମା’ କ୍ଷୀରରେ ମହଜୁଦ ଥିବା କାର୍ବୋହାଇଡ୍ରେଟ୍‌ ଓଲିଗୋସେକ୍‌ରାଇଡ୍‌-୨ ଏଫ୍‌ଏଲ୍‌ ଶିଶୁର ବିକାଶରେ ସହାୟକ ହୋଇଥାଏ।

ଉକ୍ତ ରିସର୍ଚ୍ଚ ଟିମ୍‌ ୫୦ ମା’ଙ୍କୁ ନେଇ ଏକ ପରୀକ୍ଷା କରିଥିଲା। ଏଥିରେ ଯେଉଁମାନେ ଶିଶୁଙ୍କୁ ୬ ମାସ ପର୍ଯ୍ୟନ୍ତ କ୍ଷୀର ଖୁଆଇଥିଲେ ସେମାନଙ୍କର ମାନସିକ, ତଥା ଶାରୀରିକ ବିକାଶ ହୋଇଥିଲା। ଆଉ ଯେଉଁମାନେ ମା’ କ୍ଷୀରରୁ ବଞ୍ଚିତ ଥିଲେ ସେମାନେ ମାନସିକସ୍ତରରେ ଦୁର୍ବଳ ଥିଲେ। ତେଣୁ ଶିଶୁ ଜନ୍ମ ହେବାଠାରୁ ୬ ମାସ ପର୍ଯ୍ୟନ୍ତ ଅନ୍ୟ କୌଣସି ଖାଦ୍ୟ ନ ଦେଇ କେବଳ ମା’ କ୍ଷୀର ଦେବା ଉଚିତ୍‌ ବୋଲି ବିଶେଷଜ୍ଞମାନେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ-ବୈଭବଙ୍କ ଝଡ଼ରେ ଧରାଶୟୀ ନ୍ୟୁଜିଲାଣ୍ଡ: ଭାରତର ଧମାକାଦାର ବିଜୟ

ୱେଲିଂଟନ୍‌,୨୭।୧୦: ୱେଲିଂଟନ୍‌ରେ ନ୍ୟୁଜିଲାଣ୍ଡର ୱେଲିଂଟନ୍‌ରେ ଭାରତୀୟ ବ୍ୟାଟରଙ୍କ ଧମାକାଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ…

DA ବୃଦ୍ଧିକୁ ନେଇ ବଡ଼ ଅପଡେଟ୍‌: ଜଣାପଡିଲା କାହିଁକି ହେଉଛି ଡେରି!

ନୂଆଦିଲ୍ଲୀ,୨୭।୧୦: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମନରେ ଏବେ ଗୋଟିଏ ପ୍ରଶ୍ନ ଉଙ୍କି ମାରୁଛି ଜୁଲାଇ ୨୦୨୬ରୁ ଲାଗୁ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧି…

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ଅଘଟଣ: ଏମିତି କିଛି ଘଟିଲା ଆଖି ବନ୍ଦ କରିଦେଲେ ବ୍ୟାଟର୍‌, ସମସ୍ତେ ଆଶ୍ଚର୍ଯ୍ୟ

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦ ମ୍ୟାଚ ଚାଲିଥିବା ବେଳେ ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ନ୍ୟୁଜିଲାଣ୍ଡର ବ୍ୟାଟର୍‌ ଡାରିଲ ମିଚେଲଙ୍କ ଏକ…

ଅର୍ଶଦୀପଙ୍କ ବିଶ୍ୱରେକର୍ଡ: ନ୍ୟୁଜିଲାଣ୍ଡ ବିପକ୍ଷରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜ୍‌ର ତୃତୀୟ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଏକ ବଡ଼ ରେକର୍ଡ ନିଜ ନାମରେ…

ବାର୍‌ହା ଫାଶରେ ପଡ଼ି ଚାଲିଗଲା ଦନ୍ତାର ଜୀବନ: ବନ୍ଧା ହେଲେ ୩ ଶିକାରୀ

ବଇଣ୍ଡା,୨୭।୧୦: ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଝିଲ୍ଲୀମୁଣ୍ଡା ଗ୍ରାମ୍ୟ ଜଙ୍ଗଲରେ ସୋମବାର ବିଳମ୍ବିତ ରାତିରେ ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ଫାଶରେ ପଡି ଏକ ଦନ୍ତା…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ୨ ପଟୁ ସିଲ୍‌

ଦାରିଙ୍ଗବାଡି, ୨୭।୧୦ (ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ଏବେ ଉଭୟ କନ୍ଧମାଳ ଓ ଜିଲା ପ୍ରଶାସନର ବଡ଼ ନିଷ୍ପତି କ୍ରମେ ଗାଜଲବାଡି ଘାଟିକୁ ଉଭୟ ପଟରୁ ସିଲ…

ବାତ୍ୟା ଅର୍ଣ୍ଣବ: ଭୂସ୍ଖଳନ ଆଶଙ୍କାରେ କୋରାପୁଟ–ବୋରିଗୁମ୍ମା ରାସ୍ତା ବନ୍ଦ

କୋରାପୁଟ,୨୭।୧୦(ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି କୋରାପୁଟ–ରାଣୀଗଡ଼ା–ବୋରିଗୁମ୍ମା ରାସ୍ତାରେ ଯାତାୟାତ ବନ୍ଦ କରାଯାଇଛି । ଗତ ସେପ୍ଟେମ୍ବରରେ ପ୍ରବଳ ବର୍ଷା ଯୋଗୁଁ ଏହି ଘାଟି ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?