Posted inକଟକ

ମାଗୁରା ନୌକାବିହାର ପରିଦର୍ଶନ କଲେ ପର୍ଯ୍ୟଟନ ମନ୍ତ୍ରୀ

ଚୌଦ୍ୱାର,୨୭।୫(ଡି.ଏନ.ଏ)-ଚୌଦ୍ୱାର ବିରୂପା ନିକଟରେ ନିର୍ମାଣ ଚାଲିଥିବା ମାଗୁରା ନୌକାବିହାର କମ୍ପ୍ଲେକ୍ସକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରିଛନ୍ତି। ଏଥିସହିତ ଏହି କମ୍ପ୍ଲେକ୍ସର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର କଟକ ବିଧାୟକ ସୌବିକ ବିଶ୍ୱାଳ ଓ ଓଡିଶା ପର୍ଯ୍ୟଟନ ବିଭାଗର ବହୁ ଉଚ୍ଚ ପଦସ୍ଥ ଅଧିକାରୀମାନେ ଯୋଗ ଦେଇଥିଲେ। ଖୁବ୍‌ଶୀଘ୍ର ଉନ୍ନତିକରଣ କାର୍ଯ୍ୟ ଶେଷ କରିବା ପାଇଁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଶେଷରେ ମନ୍ତ୍ରୀ ଜ୍ୟୋତିପ୍ରକାଶ ନଖରାସ୍ଥିତ ସାଧୁସୁନ୍ଦର ବିଦ୍ୟାପୀଠ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri