ମା’ଙ୍କୁ ବଳାତ୍କାର, ନାବାଳକ ପୁଅ ସହ ଅପ୍ରାକୃତିକ ଯୌନ କ୍ରିୟା: ନୟାଗଡ଼ ଡିଇଓ କାର୍ଯ୍ୟାଳୟର ଷ୍ଟେନୋଙ୍କୁ ଜେଲ

ଖୋର୍ଦ୍ଧା ଅଫିସ,୨୬ା୧୧: ମା’କୁ ବଳାତ୍କାର, ନାବାଳକ ପୁଅକୁ ଅପ୍ରାକୃତିକ ଯୌନ କ୍ରିୟା କରି ନୟାଗଡ଼ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟର ଷ୍ଟେନୋ ସୁରେନ୍ଦ୍ର ବାରିକ (୫୮) ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଦ୍ୱାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର ପରେ ସୁରେନ୍ଦ୍ରଙ୍କୁ ଖୋର୍ଦ୍ଧା ସବ୍‌ଜେଲକୁ ପଠାଇ ଦିଆଯାଇଛି। ସୁରେନ୍ଦ୍ରଙ୍କର ଘର ପୁରୀ ଜିଲା ଡେଲାଙ୍ଗ ଥାନା ବେରବୋଇ ଗଁାରେ। ସୁରେନ୍ଦ୍ର ନୟାଗଡ଼ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଷ୍ଟେନୋ ଭାବେ ଚାକିରି କରି ଖୋର୍ଦ୍ଧା ଆଦର୍ଶ ଥାନା ବିଡ଼ିଏ କଲୋନୀଠାରେ ଏକ ସରକାରୀ ଜମିରେ ଘର କରି ରହୁଥିଲେ। ନୟାଗଡ ଅଞ୍ଚଳର ଜଣେ ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଘରେ ରଖି ଘର କାମ କରାଉଥିଲେ। ଉକ୍ତ ମହିଳାଙ୍କର ଏକ ୭ବର୍ଷର ପୁଅ ଅଛି। ମା’ଙ୍କୁ ବଳାତ୍କାର, ନାବାଳକ ପୁଅଙ୍କ ସହ ଅପ୍ରାକୃତିକ ଯୌନ କ୍ରିୟା କରିବା ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଆଇପିସି ଦଫା ୩୭୬, ୩୭୭, ୩୧୨, ୨୯୪, ୫୦୬, ୩୨୩, ୩୭୭ରେ ନଂ. ୪୨୦/୧୯ରେ ମାମଲା ରୁଜୁ କରି ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri