ବଡବିଲ,୮ା୧୦ (ଡି.ଏନ୍.ଏ.)- ମାଙ୍ଗାନିଜ ଚୋରାଚାଲାଣ ବେଳେ ରୁଗୁଡି ଥାନା ପୋଲିସ ମଙ୍ଗଳବାର ଚଢାଉ କରିଛି। ସ୍ଥାନୀୟ କାଟେସାହିରୁ ଏହି ଚୋରାଚାଲାଣ ହେଉଥିବା ବେଳେ ପୋଲିସ ଚଢାଉ କରିଥିଲା। ଚଢାଉବେଳେ ୨ଟି ୧୨ ଚକିଆ, ଗୋଟିଏ ବୋଲେରୋ, ୮ଟି ମୋବାଇଲ, ଗୋଟିଏ ବାଇକ ସହ ଏକ ଲକ୍ଷ ଟଙ୍କା ଜବତ ହୋଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ
ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…
ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ
ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…
ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…
ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…
ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…
ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ
ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…
ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…
ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…
ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ
ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍ କନ୍ଦ ବାବୁ ।…
ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…
ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

