ମାଛକାନ୍ଦଣାରେ ପର୍ଯ୍ୟଟକଙ୍କ ଭିଡ଼

ରାଇସୁଆଁ,୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ଭାଟୁଣିଆଁ ଗ୍ରାମ ନିକଟରେ ବହିଯାଇଛି ମାଛକାନ୍ଦଣା ନଦୀ। ଏହାର ପଥୁରିଆ ତଥା ମନଲୋଭା ପରିବେଶ ପର୍ଯ୍ୟଟକଙ୍କୁ ଆକର୍ଷଣ କରିଥାଏ। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ଭାଟୁଣିଆରେ ଏହା ଅବସ୍ଥିତ ହୋଇଥିବା ବେଳେ ପ୍ରତିବର୍ଷ ନଭେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ଏଠାକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଥାଏ। ଚଳିତବର୍ଷ ମଧ୍ୟ ଏଠାରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମାତ୍ର ଏହି ପର୍ଯ୍ୟଟନସ୍ଥଳୀ ଏ ପର୍ଯ୍ୟନ୍ତ ପ୍ରଶାସନର ନଜରକୁ ଆସିନାହିଁ। ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ନେଇ ଆଖପାଖ ଅଞ୍ଚଳବାସୀ କେନ୍ଦୁଝର ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri