ମାଛ, ମାଂସ ଦର ଆକାଶଛୁଆଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍‌ଡାଉନ୍‌ ଅବଧି ମଧ୍ୟ ବଢିଛି। ଲୋକ ଭୟଭୀତ ହୋଇ ଘରୁପଦାକୁ ବାହାରୁନାହାନ୍ତି। ବର୍ତ୍ତମାନ ଗଞ୍ଜାମରେ ବି ଦୁଇଜଣ କରୋନା ସଂକ୍ରମିତ ଖବର ପ୍ରକାଶିତ ପରେ ସହରବାସୀଙ୍କ ମନରେ ଛନକା ପଶିଯାଇଛି। ଏହିଭଳି ଦୁଖଃଦ ସମୟରେ ଗଞ୍ଜାମ ସହରରେ ମାଛ ଓ ମାଂସ ଦର ଆକାଶଛୁଆଁ ଥିବା ଜଣାପଡ଼ିଛି । କରୋନା ଖବର ପ୍ରଥମେ ଆସିଲା ବେଳେ ଭୟରେ ଲୋକେ ଖାଉ ନ ଥିଲେ। ବର୍ତ୍ତମାନ କୁକୁଡ଼ା ମାଂସ କିଲୋ ପିଛା ୧୬୦ରୁ ୧୭୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ରୋହି, ଭାକୁର ମାଛ କିଲୋ ପିଛା ୧୭୦ରୁ ୧୮୦ ଟଙ୍କାରେ ବିକ୍ରି ହେଉଛି l ଏ ସମ୍ପର୍କରେ ବିଡିଓ ଜ୍ୟୋତିଶଙ୍କର ରାୟ କହିଛନ୍ତି ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?