ମାଟ୍ରିକ୍‌ ଖାତା ମୂଲ୍ୟାୟନବେଳେ ସତର୍କତା ଅବଲମ୍ବନ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଆସନ୍ତା ୧୯ ତାରିଖରୁ ମାଟ୍ରିକ୍‌ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୧୦ଯାଏ ଚାଲିବ। ୧୮ ତାରିଖରେ ମୋଟ ୬୧ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନକାରୀ ପହଞ୍ଚତ୍ବେ। ତେବେ ମୂଲ୍ୟାୟନ ସମୟରେ କରୋନା ସତର୍କତା ଅବଲମ୍ବନ କରାଯିବାକୁ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଡିଇଓ, ବିଇଓ ଓ ଚିଫ୍‌ ଏକ୍‌ଜାମିନରଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ନିର୍ଦ୍ଦେଶ ଦିଆଯାଇଛି। ଏଥର ପରୀକ୍ଷା କେନ୍ଦ୍ରରେ ଗହଳି ରୋକିବାକୁ ବିଷୟ ଅନୁସାରେ ସକାଳ ୮ଟା ୩୦ରୁ ଅପରାହ୍ନ ୪ଟା ୩୦ ଯାଏ ତିନି ପର୍ଯ୍ୟାୟରେ ଖାତାଦେଖା ହେବ। ଖାତା ଦେଖିବାବେଳେ ଥଣ୍ଡା କାଶରେ ଆକ୍ରାନ୍ତ ହେଲେ ସେମାନଙ୍କୁ ବାରଣ କରାଯିବ। ସାନିଟାଇଜର ବ୍ୟବହାର ସହ ମୂଲ୍ୟାୟନକାରୀ ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନ୍‌ ମୁତାବକ ନିଜ ଭିତରେ ଦୂରତା ରକ୍ଷା କରିବେ ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଓକାକ୍‌ଠାରେ ଆୟୋଜିତ ଏହି ଭିଡିଓ କନଫରେନ୍ସରେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଚିତ୍ରା ଅରୁମୁଗମ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୁପିନ୍ଦର ପୁନିଆ, ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri