ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ପ୍ରଭାବ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ଏହି ସୂଚନା ଦେଇଛନ୍ତି। ବାଗ୍‌ଚୀ କହିଛନ୍ତି, ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ସ୍ଥଗିତ ରଖାଯାଇଛି। କେବେଠୁ ଏହା ଆରମ୍ଭ ହେବ ତାହା ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବ।
ସୂଚନାଯୋଗ୍ୟ, ଗୁରୁବାରଠାରୁ ରାଜ୍ୟର ୬୧ଟି ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୬ ହଜାର ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦ୍ୱାରା ପରୀକ୍ଷା ଖାତାଦେଖା ଆରମ୍ଭ ହୋଇଥିଲା। କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି ମୂଲ୍ୟାୟନ କେନ୍ଦ୍ରରେ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଏପରିକି ୩ଟି ସିଫ୍ଟରେ ଶିକ୍ଷକମାନଙ୍କୁ ସକାଳ ସାଢ଼େ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖାତା ମୂଲ୍ୟାୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?