ମାଟ୍ରିକ ଖାତା ଦେଖାକୁ ନେଇ କ’ଣ କହିଲେ ବୋର୍ଡ ସଭାପତି

ଭୁବନେଶର,୭।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି ରାମାଶିଷ୍‌ ହାଜରା। ସେ କହିଛନ୍ତି, ଆସନ୍ତା ମେ’୨୦ କିମ୍ବା ୨୧ରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇପାରେ। ନୋଡ଼ାଲ୍‌ ସେଣ୍ଟରରୁ ଉତ୍ତର ପୁସ୍ତିକା ଆଣିବା ପରେ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି କହିଛନ୍ତି।

ଏପଟେ ଆଜି ସରିଲା ମାଟ୍ରିକ ପରୀକ୍ଷା । ଦୁଇ ବର୍ଷ ପରେ ପରୀକ୍ଷାର୍ଥୀ କ୍ଲାସ୍‌ ରୁମ୍‌ରେ ବସି ଅଫଲାଇନରେ ପରୀକ୍ଷା ଦେଇଛନ୍ତି। ତେବେ ଆଜି ସମ୍ମେଟିଭ-୨ ମାଟ୍ରିକ ପରୀକ୍ଷା ସରିଥିବା ବେଳେ, ଆସନ୍ତା ୧୦ରେ ମଧ୍ୟମା ଓ ଓପନ ସ୍କୁଲର ପରୀକ୍ଷା ଶେଷ ହେବ। ୩୫୪୦ଟି କେନ୍ଦ୍ରରେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri