ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସଙ୍ଗ: ବଢ଼ିବ କେନ୍ଦ୍ର, ପରୀକ୍ଷକଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାକୁ ନେଇ ଜାରି ରହିଥିବା ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା। ଏହା ପୁନଃ ଆରମ୍ଭ ହେବା ନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କରୋନା ସଂକ୍ରମଣ ଲାଗି ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତା ଅବଲମ୍ବନ କରାଯିବ। ସାମାଜିକ ଦୂରତ୍ୱ ପାଇଁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ମଧ୍ୟ ବଢ଼ାଯିବ। ଏଥିସହ ଖାତା ମୂଲ୍ୟାୟନକାରୀଙ୍କ ସଂଖ୍ୟା ମଧ୍ୟ ଅଧିକ କରାଯିବ। ଓ୍ବେଟିଂ ଲିଷ୍ଟରେ ଥିବା ପରୀକ୍ଷକଙ୍କୁ ଖାତା ଦେଖା ଲାଗି ଡକାଯିବ।ଖାତାଦେଖା ଆରମ୍ଭର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?