ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି ।
ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି।
ଚଳିତ ବର୍ଷ ଜିଲାର ମୋଟ ୨୨୩୦୪ ପରୀକ୍ଷାର୍ଥୀ ପରୀକ୍ଷା ଲାଗି ନାମ ପଞ୍ଚିକରଣ କରିଥିଲେ। ସେଥିମଧ୍ୟରୁ ୩୧୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ରହିଥିଲେ। ୩୫୬ ହାଇସ୍କୁଲର ୧୧୭ଟି କେନ୍ଦ୍ରରେ ୨୧,୯୯୦ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୧୦ଜଣ କପିକରି ଧରା ପଡିଥିଲେ । ମଙ୍ଗଳବାର ୨୧,୯୮୦ ପରୀକ୍ଷାର୍ଥୀଙ୍କ ଫଳାଫଳ ପ୍ରକାଶ ପାଇଛି । ସେଥିମଧ୍ୟରୁ ୧୭,୨୦୦ ପରୀକ୍ଷାର୍ଥୀ ପାସ କରିଥିବା ବେଳେ ସେଥିରୁ ଛାତ୍ର ୮୩୯୫ ଓ ଛାତ୍ରୀ ୮୮୦୫ ଅଛନ୍ତି । ଏ-୧ ଗ୍ରେଡ୍‌ରେ ୮୦ ଛାତ୍ରୀଛାତ୍ର ରହିଥିବା ବେଳେ ଏ-୨ ଗ୍ରେଡ୍‌ରେ ୬୧୩, ବି-୧ରେ ୧୪୦୭, ବି-୨ରେ ୨୫୧୫,ସିରେ ୩୮୦୪, ଡିରେ ୪୯୦୮,ଇରେ ୩୮୭୩ ଏବଂ ଏଫ୍‌ରେ ୪୭୮୦ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri