ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ : ରେଜଲ୍ଟ ଖରାପ ହୋଇଥିବା ସ୍କୁଲ ଶିକ୍ଷକଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ : ପ୍ରଦୀପ ମହାପାତ୍ର

କଟକ ଅଫିସ,୨୧।୫: ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ପାଇବା ପରେ ଗଣଶିକ୍ଷା ବିଭାଗ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର କହିଛନ୍ତି, ଯେଉଁ ସ୍କୁଲରେ ମାଟ୍ରିକ ରେଜଲ୍ଟ ଖରାପ ହୋଇଛି ତାହାର ସମୀକ୍ଷା କରାଯାଇ ଉକ୍ତ ସ୍କୁଲଗୁଡିକର ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଚଳିତବର୍ଷ ପାସହାର ୭୦.୭୮ ପ୍ରତିଶତ ରହିଥିବା ବେଳେ ୮୨ ସ୍କୁଲର ରେଜଲ୍ଟ ଶୂନହୋଇଛି। ତେବେ ଝାରସୁଗୁଡ଼ା ଜିଲାରେ ପାସହାର ସର୍ବାଧିକ ୮୫.୪୮ ପ୍ରତିଶତ ରହିଥିବା ବେଳେ କୋରାପୁଟରେ ସର୍ବନିମ୍ନ ୫୦.୬୧ ପ୍ରତିଶତ ରହିଛି। ୨୮୯ ସ୍କୁଲରେ ଶତପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି। ତେବେ ମୋଟ ୩ ଲକ୍ଷ ୯୭ ହଜାର ୧୨୫ ପରିକ୍ଷାର୍ଥୀ ପାସକରିଛନ୍ତି।
ସୂଚନାଯୋଗ୍ୟ, ଫେବୃଆରୀ ୨୨ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୮ ତାରିଖରେ ଶେଷ ହୋଇଥିଲା। ଚଳିତ ବର୍ଷ ୫ ଲକ୍ଷ ୮୭ ହଜାର ୭୮୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମାର୍ଚ୍ଚ ୨୫ ତାରିଖରୁ ଖାତା ଦେଖା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri