ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ; ସମୁଦ୍ର ଆଁରେ ଉପକୂଳବର୍ତ୍ତୀ ଅଞ୍ଚଳ

ଓ୍ବାଶିଂଟନ,୨୪।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକା ହିମ ପାହାଡ଼ରେ ୨୦ କିମି ଫାଟ ସୃଷ୍ଟି ହୋଇଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଆଣ୍ଟାର୍କଟିକାର ପଶ୍ଚିମରେ ଥିବା ପାଇନ୍‌ ଦ୍ୱୀପରେ ବିରାଟ ହିମ ପାହାଡ଼ରେ ଏଭଳି ହୋଇଥିବା ୟୁରୋପିଆନ୍‌ ମହାକାଶ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୫ ବର୍ଷ ଧରି ଏହି ଦ୍ୱୀପରୁ ସମୁଦ୍ର ମଧ୍ୟକୁ ହିମ ପ୍ରବାହ ଜାରି ରହିଛି। ସୃଷ୍ଟି ହୋଇଥିବା ଫାଟ ଯୋଗୁ ବିରାଟ ହିମଖଣ୍ଡ ପ୍ରତିଦିନ ଏହା ୧୦ ମିଟର ବେଗରେ ସମୁଦ୍ର ଆଡ଼କୁ ମାଡ଼ି ଚାଲିଛି। ସେହିପରି ଜଳବାୟୁ ପରିବର୍ତ୍ତନ ଯୋଗୁ ଏଠାରେ ୪୦ ପ୍ରତିଶତ ଅଧିକ ହିମଖଣ୍ଡ ତରଳିବାରେ ଲାଗିଛି। ଏହାଦ୍ୱାରା ସମୁଦ୍ର ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏପରି ହେଲେ ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡ଼ିକ ସମୁଦ୍ରରେ ବୁଡ଼ିଯିବ ବୋଲି ୟୁରୋପିଆନ୍‌ ମହାକାଶ ଏଜେନ୍ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?