ମାଡ଼ି ଆସୁଛି ବିପଦ: ୭ମ ଥର ପାଇଁ ସମ୍ପୂର୍ଣ୍ଣ ଧ୍ୱଂସ ହେବ ପୃଥିବୀ !

ଓ୍ବାଶିଂଟନ,୧୭।୯ : ଜଳବାୟୁ ପରିବର୍ତ୍ତନର ପ୍ରଭାବ ପରିବେଶ ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ପୃଥିବୀ ପୁଣି ଧ୍ୱଂସ ମୁହାଁ ହେବାରେ ଲାଗିଛି। ଏହା ପୂର୍ବରୁ ପୃଥିବୀ ୬ଥର ସମ୍ପୂର୍ଣ୍ଣ ଧ୍ୱଂସ ହୋଇ ସାରିଛି। ଏବେ ୭ମ ଥର ପାଇଁ ସେହି ବିପଦ ମାଡ଼ି ଆସୁଛି ବୋଲି ଆମେରିକା ନ୍ୟୁୟର୍କ ବିଶ୍ୱବିଦ୍ୟାଳୟର ଗବେଷକ ସୂଚନା ଦେଇଛନ୍ତି। ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଶେଷ ଥର ପାଇଁ ୨୬ କୋଟି ବର୍ଷ ତଳେ ପୃଥିବୀ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଥିଲା। ପରେ ଏହା ଉପରେ ପୁଣି ଥରେ ଜୀବଜଗତ ଗଢ଼ିଉଠିଛି। ଏହା ପୂର୍ବରୁ ଘଟିଥିବା ୬ଟି ଘଟଣାରେ ପରିବେଶ ସନ୍ତୁଳନରେ ଅଚଳାବସ୍ଥା ଯୋଗୁ ଜୀବଜଗତ ଲୋପ ପାଇଯାଇଥିଲା। ଏବେ ପୁଣି ଥରେ ସେହିପରି ସ୍ଥିତି ସୃଷ୍ଟି ହେବାକୁ ଯାଉଛି ବୋଲି ନ୍ୟୁୟର୍କ ବିଶ୍ୱବିଦ୍ୟାଳୟର ପ୍ରଫେସର ମିଶେଲ ରିମ୍ମିନୋ ସୂଚନା ଦେଇଛନ୍ତି। ପୂର୍ବରୁ ହୋଇଥିବା ଧ୍ୱଂସ ଘଟଣାରେ ଉଲକାପାତ, ଭୂକମ୍ପ ଏବଂ ଆଗ୍ନେୟଗିରି ଉଦ୍‌ଗିରଣ ଯୋଗୁ ଉତ୍ତପ୍ତ ତରଳ ଲାଭା ପୃଥିବୀ ଉପରେ ପ୍ରବାହିତ ହୋଇଥିଲା। ଫଳରେ ଜୀବଜଗତ ନଷ୍ଟ ହୋଇଯାଇଥିଲା। ନ୍ୟୁୟର୍କ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri