Posted inଖେଳ

ମାତା-ପିତାଙ୍କ ପାଇଁ ଭାବପ୍ରବଣ ଚିଠି ଲେଖିଲେ ସଚିନ ତେନ୍ଦୁଲକର

ଦେଶରେ କରୋନା ମହାମାରୀ ଧିରେ ଧିରେ ଜଟିଳ ରୂପ ଧାରଣ କରିଛି। ଏହି ସମୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମାତାପିତାଙ୍କ ଯତ୍ନ ନେବାକୁ ନିବେଦନ କରିଛନ୍ତି। ‘ଗଡ ଅଫ କ୍ରିକେଟ’ ଭାବରେ ଜଣାଶୁଣା ସଚିନ ସୋସିଆଲ ମିଡିଆରେ ତାଙ୍କର ଏକ ପୁରୁଣା ଫଟୋ ଶେୟାର କରିଛନ୍ତି। କଳାଧଳା ଏହି ଫଟୋରେ ସେ ନିଜ ମାତାପିତାଙ୍କ କୋଳରେ ଶୋଇଥିବାର ନଜର ଆସିଛନ୍ତି। ଏହି ସମୟରେ ପିତାମାତାଙ୍କୁ ଆମମାନଙ୍କ ଆବଶ୍ୟକତା ବେଶୀ ରହିଛି। ମାତାପିତା ଆମକୁ ନିଜ ଗୋଡରେ ନିଜେ ଛିଡା ହେବାରେ ସହାୟତା କରିଛନ୍ତି। ସଫଳ ମଣିଷ କରିବାରେ ମଧ୍ୟ ସେମାନଙ୍କ ହାତ ରହିଛି। ମୋ ମାତାପିତା ମଧ୍ୟ ମୋତେ ସମର୍ଥନ ଦେଇଛନ୍ତି, ରାସ୍ତା ଦେଖାଇଛନ୍ତି। ସେହି କାରଣରୁ ଆଜି ମୁଁ ଏବେ ବଡ଼ ଉପଲବ୍ଧି ହାସଲ କରିବାରେ ସମର୍ଥ ହୋଇଛି। ତେଣୁ ଏଭଳି ପରିସ୍ଥିତିରେ ମାତାପିତାଙ୍କ ଧ୍ୟାନ ରଖନ୍ତୁ। ସେମାନଙ୍କ ଯତ୍ନ ନିଅନ୍ତୁ ବୋଲି ସଚିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଇତିହାସ ରଚିଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ,୧୬।୪; ଆଇପିଏଲ ୨୦୨୪ର ୩୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇତିହାସ ରଚିଛି। ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଆଇପିଏଲର ସର୍ବାଧିକ ସ୍କୋର...

୬ ପରାଜୟ ପରେ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିପାରିବ କି ଆରସିବି: ଜାଣନ୍ତୁ କ’ଣ କହୁଛି ସମୀକରଣ

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ...

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌...

ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ଅଣ୍ଡରଉଡ୍‌ଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୧୬ା୪ (ପି.ଟି.): ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଇଂଲଣ୍ଡର ଶ୍ରେଷ୍ଠ ସ୍ପିନର ବିବେଚନା କରାଯାଉଥିବା ଡେରିକ୍‌ ଅଣ୍ଡରଉଡ୍‌ଙ୍କର କେଣ୍ଟଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ...

ସନରାଇଜର୍ସର ରେକର୍ଡ ସ୍କୋର

ବେଙ୍ଗାଲୁରୁ,୧୬ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବିପକ୍ଷରେ ଦ୍ରୁତ ଶତକ ହାସଲ କରିଛନ୍ତି ସନରାଇଜର୍ସ ହାଇଦ୍ରାବାଦର ଟ୍ରାଭିସ୍‌ ହେଡ୍‌। ନିର୍ଦ୍ଧାରିତ...

ପୋଲିସ ହେପାଜତରେ ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ମାଇକେଲ ସ୍ଲାଟର

ବ୍ରିସ୍‌ବେନ୍‌,୧୫ା୪: ପୂର୍ବତନ ଅଷ୍ଟ୍ରେଲୀୟ କ୍ରିକେଟର ଓ ଭାଷ୍ୟକାର ମାଇକେଲ ସ୍ଲାଟର ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ତାଙ୍କୁ ବିଭିନ୍ନ ଅପରାଧିକ ମାମଲାରେ ଗିରଫ କରି...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବର୍ଷିଲେ ଗାଭାସ୍କର

ମୁମ୍ବାଇ,୧୫।୪: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇ ଇଣ୍ଡିଆନ୍ସର ଖରାପ ଫର୍ମକୁ ନେଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟାର୍ଗେଟ କରିଛନ୍ତି। ଏହି ସିଜିନ୍‌ରେ ମୁମ୍ବାଇ...

ପଡ଼ିଆ ବାହାରେ ଏମିତି କାମ କଲେ ଧୋନୀ: ସମସ୍ତେ କରୁଛନ୍ତି ବାଃ ବାଃ

ମୁମ୍ବାଇ,୧୫।୪: ଚେନ୍ନାଇ ସୁପର କିଙ୍ଗ୍ସ ନିଜ ଘରୋଇ ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ୨୦୨୪ରେ ଚତୁର୍ଥ ବିଜୟ ହାସଲ କରିଛି। ଚେନ୍ନାଇର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri