ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ ବଦନାମ କରିଛି। ରବିବାର ରାତିରେ ରାସ୍ତାରେ ଯାଉଥିବା ୨ ଯୁବକଙ୍କୁ ଆଣ୍ଠେଇବା ଓ ମାଡ଼ ମାରିବା ପୋଲିସକୁ ମହଙ୍ଗା ପଡିଛି। କନଷ୍ଟେବଳ ସୂର୍ଯ୍ୟକାନ୍ତ ସାମନ୍ତ ରାୟ ଓ ପ୍ରଦ୍ୟୁମ୍ନ ସାମଲଙ୍କୁ ଏହି ଘଟଣାରେ ବଲାଙ୍ଗୀର ଏସ୍ପି ସନ୍ଦୀପ ମାଡକର ନିଲମ୍ବିତ କରିଛନ୍ତି।
Posted inଆମ ଜିଲା ଖବର, ସମ୍ବଲପୁର View All
ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ
ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍…
କାର୍କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…
ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଭାରସାମ୍ୟ ହରାଇ ଏକ କାର୍କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…
ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ
କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…
ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ
ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…
ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ
ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…
୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ
ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…
ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…
Archives

