ମାତ୍ର ୧୬ ବର୍ଷ ବୟସରେ ବଲିଉଡରେ ବୋଲ୍ଡ୍‌ ସିନ୍‌ ଦେଇଥିଲେ ଏହି ନାୟିକା

ମୁମ୍ବାଇ: ୮୦ ଦଶକରେ ବଲିଉଡ୍‌ ପରଦାରେ ବୋଲ୍ଡ ସିନ୍‌ କଥା କହିଲେ ବା ଶୁଣିଲେ ଟିକେ ଅଡୁଆ ଲାଗୁଥିଲା। ତଥାପି ସେ ସମୟରେ ମାତ୍ର ୧୬ ବର୍ଷ ବୟସର ନାୟିକା ମନ୍ଦାକିନି ଯେଉଁ ବୋଲ୍ଡ ସିନ୍‌ ଦେଇଥିଲେ ତାହା ଆଜିବି ରହିଛି ଚର୍ଚ୍ଚାରେ। ଫିଲ୍ମ ‘ରାମ ତେରି ଗଙ୍ଗା ମୈଲି’ରେ ମନ୍ଦାକିନି ଖୋଲା ଖୋଲି ଅଭିନୟ କରିଥିଲେ। ଯଦିଓ ତାଙ୍କ ବଲିଉଡ୍‌ କ୍ୟାରିୟର ବେଶି ଦିନ ପର୍ଯ୍ୟନ୍ତ ତିଷ୍ଠି ପାରି ନ ଥିଲା ତଥାପି ଆଜିବି ତାଙ୍କ ପ୍ରଥମ ଅଭିନୟକୁ ଦର୍ଶକେ ମନେ ରଖିଛନ୍ତି। ୫୦ ବର୍ଷ ବୟସରେ ପଦାର୍ପଣ କରିଥିବା ଏହି ଅଭିନେତ୍ରୀଙ୍କ ସେହି ବୋଲ୍ଡ ସିନ୍‌ ହିଁ ତାଙ୍କୁ ଦେଇଥିଲା ଏକ ସ୍ବତନ୍ତ୍ର ପରିଚୟ। ତେବେ ସେ ବଲିଉଡ୍‌ରେ ରାଜ୍‌ ନ କରିବାର ମୁଖ୍ୟ କାରଣ କୁହାଯାଏ ଅଣ୍ଡର ଓ୍ବାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମଙ୍କ ସହ ତାଙ୍କର ସମ୍ପର୍କ। ଅବଶ୍ୟ ଏଥିପାଇଁ ହେଉ ଅବା ଭଲ ଅଭିନୟ ନ କରିବାରୁ ସେ ଧୀରେଧୀରେ ବଡ ପରଦାରୁ ଦୂରେଇ ଯାଇଥିଲେ। ତେବେ ମନ୍ଦାକିନି ଉତ୍ତର ପ୍ରଦେଶର ମିରଠରେ ଜନ୍ମ ନେଇଥିବା ବେଳେ ତାଙ୍କ ନାଁ ଥିଲା ୟସ୍ମିନ ଜୋସେଫ। ପ୍ରସିଦ୍ଧ ଅଭିନେତା ତଥା ନିର୍ଦ୍ଦେଶକ ରାଜ କପୁର ପ୍ରଥମେ ତାଙ୍କୁ ‘ରାମ ତେରି ଗଙ୍ଗା ମୈଲି’ ଫିଲ୍ମରେ ଅଭିନୟ କରିବାର ସୁଯୋଗ ଦେଇଥିଲେ। ଆଉ ଅଭିନୟ ପୂର୍ବରୁ ରାଜ କପୁର ତାଙ୍କ ନାଁ ରଖିଥିଲେ ମନ୍ଦାକିନି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ବର୍ଷିିଲେ ଦେବାଶିଷ, କହିଲେ ମୁଁ ଅଣନିଶ୍ୱାସୀ ଥିଲି …

ଭୁବନେଶ୍ୱର, ୨୮।୫: ଭାଜପାରେ ମିଶିବା ପରେ ଖବରଦାତା ସମ୍ମିଳନୀ କରି ବିଜେଡି ଉପରେ ପୁଣି ବର୍ଷିଛନ୍ତି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ମୁଁ ଏବେ ଘରକୁ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri