ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି ହିଟ୍‌ ଫିଲ୍ମର ସ୍ପେଶାଲ ସ୍କ୍ରିନିଂ କରିବାକୁ ନିର୍ମାତା ସ୍ଥିର କରିଥିବା ଶୁଣିବାକୁ ମିଳିଛି। ଏହି ଫିଲ୍ମ ସେ ସମୟରେ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିବାରୁ ଏବେ ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ନିର୍ମାତା ଏହାର ସ୍କ୍ରିନିଂ କରିବାକୁ ଚିନ୍ତା କରିଥିବା କୁହାଯାଉଛି। ଏହି ଫିଲ୍ମର ନିର୍ଦ୍ଦେଶକ ସୁରଜ ବଡଜାତୟା ଦେଇଥିବା ବେଳେ ରାଜଶ୍ରୀ ପ୍ରଡକସନ୍‌ ଦ୍ୱାରା ଏହା ନିର୍ମାଣ କରାଯାଇଥିଲା। ୧୯୯୪ରେ ଏହା ରୂପେଲି ପରଦାରେ ରାଜ୍‌ କରିଥିଲା। ତେବେ ଚଳିତ ସପ୍ତାହରେ ଏହାର ସ୍କ୍ରିନିଂ କରାଯିବାକୁ ନେଇ ଏବେ ନିର୍ମାତା ବ୍ୟସ୍ତ ଥିବା କୁହାଯାଉଛି। ଆଜିବି ୨୫ ବର୍ଷ ତଳର ଏହି ଫିଲ୍ମ ଓ ଏହାର ଗୀତ ଦର୍ଶକଙ୍କ ମନରେ ବସାବାନ୍ଧି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri