ମାନବିକତା ଦେଖାଇଲେ ପୂର୍ବତନ କର୍ପୋରେଟର; ପ୍ରସୂତିଙ୍କୁ ହସ୍ପିଟାଲକୁ ପଠାଇଲେ

ବ୍ରହ୍ମପୁର ଅଫିସ,୯ା୪-କରୋନା ବିପତ୍ତି ସମୟରେ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି ୩୧ ନଂ. ୱାର୍ଡର ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା। ମହାରଣାଙ୍କ ସୂଚନା ପ୍ରକାରେ, ବୁଧବାର ୩୧ ନଂ. ୱାର୍ଡ ଅନ୍ତର୍ଗତ କମାପଲ୍ଲୀ ଖୋଳାସାହି ବାସିନ୍ଦା ଟି. ଶଙ୍କରଙ୍କ ସ୍ତ୍ରୀ ଟି. ରାଜଶ୍ରୀ ଘରେ ଏକ ଶିଶୁ ପୁତ୍ର ଜନ୍ମ ଦେଇଥିଲେ ା ଶିଶୁପୁତ୍ର ଜନ୍ମ ଦେବା ପରେ ରାଜଶ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହୋଇପଡିଥିଲା ା ଏଭଳି ସ୍ଥିତିରେ ଖବର ପାଇ ସ୍ଥାନୀୟ ପୂର୍ବତନ କର୍ପୋରେଟର ମହାରଣା ଶଙ୍କରଙ୍କ ଘରେ ପହଞ୍ଚି ଆମ୍ବୁଲାନ୍ସ ବ୍ୟବସ୍ଥା କରିଥିଲେ ା କିନ୍ତୁ ସାହିକୁ ଆମ୍ବୁଲାନ୍ସ ପଶି ନ ପାରିବାରୁ କର୍ପୋରେଟର ମହାରଣା, ସ୍ଥାନୀୟ ଅଙ୍ଗନୱାଡି କର୍ମୀ ମିତାଞ୍ଜଳୀ ଶତପଥୀ, ହେଲପର ଗୀତା ନାୟକଙ୍କ ସହଯୋଗରେ ରାଜଶ୍ରୀଙ୍କୁ ଷ୍ଟ୍ରେଚରରେ ୨୦୦ ମିଟର ବୋହି ନେଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚାଇଥିଲେ ା ପରେ ସେମାନେ ଏମ୍‌କେସିଜିକୁ ଯାଇଥିଲେ। ବର୍ତ୍ତମାନ ଉଭୟ ମା’ ଓ ଶିଶୁଙ୍କ ଅବସ୍ଥା ଭଲ ଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri