ମାନବିକତା ନ ଭୁଲିବାକୁ ପୋଲିସକୁ ପରାମର୍ଶ ଦେଲେ ଏସ୍‌ପି

ଦେବଗଡ,୨୬ା୪(ଡି.ଏନ.ଏ.): ଦେବଗଡ ଆଦର୍ଶ ଥାନା ପରିସରରେ ରବିବାର ଏସ୍‌ପି ରାହୁଲ ଜୈନ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଲକ୍‌ ଡାଉନ୍‌, ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାର ଉପରେ ବୁଝାଇଛନ୍ତି। ଏ ସବୁ ନୀତି ନିୟମଗୁଡିକୁ ଠିକ ଭାବେ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ଏସ୍‌ପି ପରାମର୍ଶ ଦେଇଥିଲେ। ଏଥିସହ ନିୟମ ମାନୁ ନ ଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ସମୟରେ ମାନବିକତାକୁ ନ ଭୁଲିବାକୁ ମଧ୍ୟ କର୍ମଚାରୀ ଓ ଅଧିକାରୀଙ୍କୁ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri