ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ପୋଲିସର ସହାୟତା 

ରତ୍ନଗିରି,୮।୪(ଡି.ଏନ.ଏ): ଯାଜପୁର ଜିଲା ବରୀ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବରୀ ପୋଲିସ ସହଯୋଗର ହାତ ବଢାଇଛି। ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ହୋମଗାର୍ଡ ଦମୟନ୍ତୀ ସେଠୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଖାଦ୍ୟ ଦେବା ସହ ତାଙ୍କ ସେବା କରିଥିବା ଦେଖିବାକୁ ମିଳିଥିଲା। ଉକ୍ତ ମହିଳା ଜଣକ କିମ୍ଭିରିଆପାଳ ପଞ୍ଚାୟତ ଅଧୀନ ଗୋବିନ୍ଦାବାଟି ଗ୍ରାମର ଜଣାପଡିବା ପରେ ତାଙ୍କୁ ତାଙ୍କ ପୈତୃକ ବାସଭବନରେ ବରୀ ପୋଲିସ ତାଙ୍କ ବାପାଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri