ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀ(୨୩)ଙ୍କୁ ସୋମବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ମଙ୍ଗଳବାର ଜଣେ ନାବାଳକ(୧୭)ଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ପଠାଇଛିି। ଏ ନେଇ ଆଇଆଇସି ଜଗନ୍ନାଥ ମଲ୍ଲିକ ନଂ.୩୧୮/୧୯ରେ ମାମଲା ରୁଜୁ କରିଥିଲେ। ପ୍ରକାଶ ଯେ, ସମ୍ପୃକ୍ତା ଯୁବତୀ ଘରେ ଏକୁଟିଆ ଥିବା ସୁଯୋଗ ନେଇ ନାବାଳକ ଜଣଙ୍କ ତାଙ୍କୁ ବଳାତ୍କାର କରିଥିବା ପୀଡ଼ିତାଙ୍କ ମା’ ଓ ଭାଇ ଥାନାରେ ଏତଲା ଦେଇଥିଲେ। ପୋଲିସ ନାବାଳକଙ୍କୁ ଆଣି ପଚରାଉଚରା କରିବା ସହ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରୀମାଇନା କରାଇଥିଲା। ଯୁବତୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଡାକ୍ତରୀମାଇନା ଲାଗି ନିଆଯିବା ସହ ମାଜିଷ୍ଟ୍ରେଟଙ୍କ ନିକଟରେ ବୟାନ ରେକର୍ଡ ପାଇଁ ପଠାଯାଇଛି। ପୁରୁଷୋତ୍ତମପୁର ଏସ୍ଡିପିଓ ସୀମା ସ୍ବାଇଁ ଘଟଣାକୁ ଗୁରୁତର ସହ ନେଇ ତଦନ୍ତ କରିବାରେ ଲାଗିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି
ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…
ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ
କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…
ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…
ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….
ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…
CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…
ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…
ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…
ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…
ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…
କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…
Archives

