Posted inଜାତୀୟ

ମାନହାନି ମାମଲା: ୧୫ ହଜାର ଟଙ୍କାରେ ରାହୁଲଙ୍କୁ ମିଳିଲା ଜାମିନ

ମୁମ୍ବାଇ,୪।୭: ମାନହାନି ମାମଲାରେ ଗୁରୁବାର ମୁମ୍ବାଇର ଏକ କୋର୍ଟରେ ହାଜର ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ ମିଳିଯାଇଛି। ୧୫ ହଜାର ଟଙ୍କାର ବେଲ୍‌ ବଣ୍ଡ ଦେବା ପରେ ତାଙ୍କୁ ଜାମିନ ମିଳିଥିବା ପ୍ରକାଶ। ତେବେ ରାହୁଲ କୋର୍ଟରେ ପହଞ୍ଚିବା ବେଳେ ତାଙ୍କ ସହ ବହୁ କଂଗ୍ରେସ କର୍ମୀ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଖବରଦାତା ଗୌରିଲଙ୍କେଶ ହତ୍ୟାକାଣ୍ଡକୁ ନେଇ ଭାଜପା-ଆର୍‌ଏସ୍‌ଏସ୍‌ ବିଚାରଧାରାକୁ ନେଇ ରାହୁଲ ଯେଉଁ ଟିପ୍ପଣୀ ଦେଇଥିଲେ ତାକୁ ନେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ପକ୍ଷରୁ ତାଙ୍କ ନାଁରେ ମାନହାନି ମାମଲା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପକଙ୍କୁ ଭେଟିବା ପରେ ରାହୁଲ କହିଲେ ଭୟ କରିବାର ଆବଶ୍ୟକତା ନାହିଁ, ଜାଣନ୍ତୁ କାହିଁକି…

ଡେରାଡୁନ୍‌,୨୩ା୨: ଉତ୍ତରାଖଣ୍ଡର କୋଟଦ୍ୱାରରେ ଜଣେ ମୁସଲମାନ ଦୋକାନୀଙ୍କ ପାଇଁ ଠିଆ ହୋଇ ପ୍ରସିଦ୍ଧି ଲାଭ କରିଥିବା ଜିମ୍‌ ମାଲିକ ଦୀପକ କୁମାର ଦିଲ୍ଲୀରେ କଂଗ୍ରେସ ଏମ୍‌ପି ଏବଂ…

କନ୍ଧମାଳରେ ଆଉ ୩୦ ମାଓବାଦୀ : ରାଇକିଆ, ଦାରିଙ୍ଗବାଡି, କୋଟଗଡରେ ସକ୍ରିୟ

ଫୁଲବାଣୀ,୨୩।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଆଉ ୩୦ ମାଓବାଦୀ ସକ୍ରିୟ ଅଛନ୍ତି। ସେମାନେ ପ୍ରତିଦିନ ସ୍ଥାନ ବଦଳାଉଛନ୍ତି। ଜିଲାର ରାଇକିଆ, ଦାରିଙ୍ଗବାଡି ଏବଂ କୋଟଗଡରେ ସେମାନେ…

ସ୍କୁଲ ଛାତ୍ର ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ଜିଲାପାଳଙ୍କ ଅଫିସ ଘେରାଉ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଳପଡା ପାଟଣା ପ୍ରାଥମିକ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ସୋମବାର ଜିଲାପାଳଙ୍କ ଅଫିସ…

ପିଲା ଚୋରି ସନ୍ଦେହରେ ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ, ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

ମୋରଡା,୨୩।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଫଳରେ ଉକ୍ତ ଯୁବକ ଜଣଙ୍କ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର…

ପ୍ରଥମେ ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କରି ସ୍ବାମୀ…

ଭୁବନେଶ୍ୱର,୨୩ା୨: ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ…

ସାବଧାନ! କ୍ଷୀର ପିଇବାର ୪୮ ଘଣ୍ଟା ମଧ୍ୟରେ କିଡନୀ ଫେଲ୍, ଚାରି ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୨୩।୨: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର ରାଜମୁଣ୍ଡ୍ରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଗତ ୪୮ ଘଣ୍ଟା ମଧ୍ୟରେ କିଡନି ସମ୍ବନ୍ଧୀୟ ରୋଗରେ…

ସେମିଫାଇନାଲ ପୂର୍ବରୁ ଟିମ ଇଣ୍ଡିଆର ଚିନ୍ତା ବଢାଇଲେ ଏହି ୩ ଖେଳାଳି, ଖରାପ ଫର୍ମ ପ୍ରଦର୍ଶନ ହୋଇପାରେ ମହଙ୍ଗା

ନୂଆଦିଲ୍ଲୀ,୨୩।୨: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୬ ସୁପର ୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟ ବରଣ କରିଥିଲା। ଦକ୍ଷିଣ ଆଫ୍ରିକା ଭାରତକୁ ୭୬ ରନରେ ପରାସ୍ତ…

ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଚେତାବନୀ, ପରିସ୍ଥିତି ଗମ୍ଭୀର କହି…

ନୂଆଦିଲ୍ଲୀ/ତେହରାନ,୨୩ା୨: ଇରାନରେ ବଢ଼ୁଥିବା ଉତ୍ତେଜନା ଏବଂ ସମ୍ପ୍ରତି ବିରୋଧ ପ୍ରଦର୍ଶନ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ସମସ୍ତ ଭାରତୀୟ ନାଗରିକଙ୍କୁ ତୁରନ୍ତ ଦେଶ ଛାଡ଼ିବାକୁ କଡ଼ା ପରାମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri