ମାମୁଘରେ ଥିବା ବେଳେ ଗୁଳିକାଣ୍ଡରେ ଯୁବକଙ୍କ ଜୀବନ ଗଲା

ବରଗଡ଼ ଅଫିସ, ୨୨।୬: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ କଲମୀ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ରାକେଶ ବେହେରା(୨୪)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ପ୍ରକାଶ ଯେ, ରାକେଶ ଶୁକ୍ରବାର ସାରେ ମାମୁଘର କଲମୀ ଗ୍ରାମକୁ ଯାଇଥିଲେ। ସେଠାରେ ରାତିରେ ଗୁଳିକାଣ୍ଡ ଘଟିଥିଲା। ଏକ ଗୁଳି ରାକେଶଙ୍କ ମୁଣ୍ଡରେ ବାଜିବାରୁ ତାଙ୍କର ମୃତ୍ୟୁ ଘଟିଛି। ତେବେ କେଉଁ ପରିସ୍ଥିତିରେ ଗୁଳିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?