ମାରପିଟ୍‌ ଅଭିଯୋଗ, ୨ ମାମଲା ରୁଜୁ

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଥିଲା। ଉଭୟ ପକ୍ଷ ଏ ନେଇ ତାଳଚେର ଥାନାରେ ଅଭିଯୋଗ କରିବା ସହ ଧାରଣା ଦେଇଥିଲେ। ପୋଲିସ ଲୋଚନ ସେଠୀଙ୍କ ଅଭିଯୋଗ ଉପରେ ନଂ. ୨୭୧/୧୯ ଓ ସରୋଜ କାନ୍ତ ବେହେରାଙ୍କ ଅଭିଯୋଗକୁ ଭିତ୍ତିକରି ନଂ. ୨୭୨/୧୯ରେ ଦୁଇ ଗୋଟି ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri