ମାରାକେଚ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ ହେଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୧୨: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଡିସେମ୍ବରରେ ପ୍ରଶଂସା ସାଉଁଟି ଚାଲିଛନ୍ତି। ୟୁନିସେଫ୍‌ ଦ୍ୱାରା ଗତ ମଙ୍ଗଳବାର ଡାନି କାୟେ ହ୍ୟୁମାନିଟାରିୟାନ ଆଓ୍ବାର୍ଡ ପାଇଥିବା ପ୍ରିୟଙ୍କା ପୁଣିଥରେ ଗୁରୁବାର ୨୦୧୯ର ମାରାକେଚ ଫିଲ୍ମ ଫେଷ୍ଟିଭାଲରେ ସମ୍ମାନୀତ ହୋଇଛନ୍ତି। ଚଳଚ୍ଚିତ୍ରରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ଏହି ଗ୍ଲୋବାଲ ଆଇକନ ଟ୍ରଫି ଧରଥିବାର ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିବା ପରେ ଏହା ଜଣାପଡିଛି। ମସ୍କୋରେ ଆୟୋଜିତ ଉକ୍ତ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ପ୍ରିୟଙ୍କା ଏକ ଗୋଲଡେନ୍‌ କଲର ଶାଢି ପିନ୍ଧି ଖୁବ୍‌ ସୁନ୍ଦର ଲାଗୁଥିଲେ। ଏହି ଖବର ପ୍ରିୟଙ୍କା ତାଙ୍କ ଇନଷ୍ଟାଗ୍ରାମ୍‌ରେ ଶେୟାର କରିବା ପରେ ଉଭୟ ବଲିଉଡ୍‌ ଓ ହଲିଉଡରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଦୀର୍ଘ ୨୦ ବର୍ଷର କ୍ୟାରିୟର ଭିତରେ ଏଭଳି ସମ୍ମାନ ପାଇ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଭୀତ ମମତା: ଦିଲ୍ଲୀରୁ ଡକାଇଲେ ସ୍ବତନ୍ତ୍ର ବାହିନୀ

କୋଲକାତା,୩।୨: ଦିଲ୍ଲୀ ପୋଲିସ ଦ୍ୱାରା ଲଗାଯାଇଥିବା କଡ଼ା ସୁରକ୍ଷା ବଳୟ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରୁ ଦିଲ୍ଲୀକୁ ସ୍ବତନ୍ତ୍ର ବାହିନୀ ଡକାଇଛନ୍ତି। ବଙ୍ଗଳା ପୋଲିସର ଏକ…

ଆଜି ହେବନାହିଁ ଅନଲାଇନ ଡେଲିଭରି! ଧର୍ମଘଟକୁ ଓହ୍ଲାଇବେ ଗିଗ୍‌ କର୍ମଚାରୀ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୩।୨: ଅନଲାଇନ ଡେଲିଭରି ଆପ୍ସ ଏବଂ ଡିଜିଟାଲ ପ୍ଲାଟଫର୍ମ ସହିତ ଜଡିତ ଗିଗ କର୍ମଚାରୀମାନେ ସେମାନଙ୍କର ସମସ୍ୟାର ପ୍ରତିବାଦରେ ଫେବୃଆରୀ ୩ରେ ଦେଶବ୍ୟାପୀ ଧର୍ମଘଟ ଏବଂ କାର୍ଯ୍ୟ…

ଟି-୨୦ ବିଶ୍ୱକପ ଖେଳିବେନି ପ୍ୟାଟ୍ କମିନ୍ସ, କାରଣ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆର ଟେଷ୍ଟ ଏବଂ ODI  ଅଧିନାୟକ ପ୍ୟାଟ୍ କମିନ୍ସ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ତାଙ୍କ ଲମ୍ବା କ୍ୟାରିଅର ଏବଂ ୨୦୨୭ର…

ଏଇ ଭାରତରେ

ଉତ୍ତରାଖଣ୍ଡର ଦୁର୍ଗମ ପାହାଡ଼ିଆ ଅଞ୍ଚଳର ପିଲାମାନେ ସ୍କୁଲ ଯାଉ ନ ଥିବା ଲକ୍ଷ୍ୟ କରିଥିଲେ ଶ୍ରେୟା ରାଓ୍ବତ। ସ୍କୁଲ ବେଶି ଦୂରରେ ଥିବାରୁ, ଜଳବାୟୁ ଜନିତ ବିପର୍ଯ୍ୟୟ…

ପ୍ରଶ୍ନ ଏକ, ଉତ୍ତର ଅନେକ

ରାଜ୍ୟର ରାଜା ପାତ୍ର-ମନ୍ତ୍ରୀମାନଙ୍କ ସହ ରାଜଉଆସ ପରିସରରେ ଥିବା ପୋଖରୀ କୂଳରେ ବସି ରାଜ୍ୟର ହାଲ୍‌ଚାଲ୍‌ ବିଷୟରେ ଆଲୋଚନା କରୁଥାଆନ୍ତି। ସମସ୍ତ ପଦାଧିକାରୀ ନିଜ ନିଜର ପାରିବାପଣିଆର…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ମା’ ଆଣିଲେ ସାଂଘାତିକ ଅଭିଯୋଗ

ଅମରପାଲି,୩।୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର(ଠେଙ୍ଗୋ ଡ୍ୟାମ)ଫାଣ୍ଡି ଅଞ୍ଚଳରେ ଜଣେ ହାଇସ୍କୁଲ ପଢୁଆ ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା…

ଭାଜପା ନେତାଙ୍କ ଘର ଉପରକୁ ଆକ୍ରମଣ, ଘର ଭଙ୍ଗାରୁଜା କରି…

ମୋହନା,୩।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଭାଜପା ନେତାଙ୍କ ବାସଭବନକୁ ସଂଘବଦ୍ଧ ଆକ୍ରମଣ । ପୂର୍ବତନ ଭାଜପା ଗଜପତି ଜିଲା ସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ…

ବଜେଟ: ବିକଶିତ ଭାରତ, ଓଡ଼ିଶାର ନକ୍ସା

ସଂସଦରେ ମୋଦି ସରକାରଙ୍କର ଦ୍ୱାଦଶ ବର୍ଷରେ ଦେଶର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଲଗାତର ନବମ ଥର ପାଇଁ ଦେଶର ବଜେଟ ଉପସ୍ଥାପନ କରିଛନ୍ତି। ନୂତନ ସଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri