ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ

ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି। ଏହା ଜାତିସଂଘ ଦ୍ୱାରା ଇଣ୍ଟରନ୍ୟାଶ୍‌ନାଲ ମାରିଟାଇମ ଅର୍ଗାନାଇଜେଶନ(ଆଇଏମ୍‌ଓ) ବା ଆନ୍ତର୍ଜାତିକ ସାମୁଦ୍ରିକ ସଂଘ ମାଧ୍ୟମରେ ପାଳନ କରାଯାଉଛି। ୧୯୭୮ ମାର୍ଚ୍ଚ ୧୭ରେ ପ୍ରଥମେ ବିଶ୍ୱ ମାରିଟାଇମ୍‌ ଦିବସ ପାଳନ କରାଯାଇଥିଲା। ସେ ସମୟରେ ଆଇଏମ୍‌ଓର ସଦସ୍ୟ ସଂଖ୍ୟା ଥିଲା୨୧ ଏବଂ ଏବେ ସଦସ୍ୟ ସଂଖ୍ୟା ବୃଦ୍ଧ ିପାଇ ପହଞ୍ଚିଛି ୧୬୭ରେ। ସାମାଦ୍ରିକ ଶିଳ୍ପରେ ମହିଳାମାନଙ୍କ ଯୋଗଦାନକୁ ଲୋକଲୋଚନକୁ ଆଣିବା ଏଥର ଲକ୍ଷ୍ୟ ରଖାଯାଇଛି। ଏ ସମ୍ପର୍କରେ ୩୦ ବର୍ଷୀୟା କ୍ୟାପ୍ଟେନ ସେରେନା ମେଲାନିଙ୍କ ଉଦ୍ୟମକୁ ବି ପ୍ରଶଂସା କରାଯାଇପାରେ। ମେଲାନି କ୍ରୁସି ଇଣ୍ଡଷ୍ଟ୍ରିରେ ବିଶ୍ୱରେ ପ୍ରଥମ ମହିଳା କ୍ୟାପ୍ଟେନ ନୂଆ କରି ନିର୍ମାଣକରାଯାଇଥିବା ଏକ କ୍ରୁସି ସେଭେନ ସି ସ୍ପ୍ଲେଣ୍ଡରକୁ ୨୦୨୦ରେ ଚଳାଇବାକୁ ନେଇ ରିଜେଣ୍ଟ ସେଭେନ ସି କ୍ରୁସି କମ୍ପାନୀ ବେଶ୍‌ ଖୁସି ରହିଛି। ଏଣୁ ସାମୁଦ୍ରିକ ଶିଳ୍ପରେ ମହିଳାଙ୍କ ଯୋଗଦାନକୁ ଏହା ଉସତ୍ାହିତ କରିବ ।
ଆନ୍ତର୍ଜାତିକ ସ୍ତରରେ ଅର୍ଥନୀତି ବିଶେଷକରି ଶିପିଂ କ୍ଷେତ୍ରରେ ମାରିଟାଇମ ଇଣ୍ଡଷ୍ଟ୍ରିର ଯୋଗଦାନକୁ ମନେପକାଇବା ପାଇଁ ବିଶ୍ୱ ମାରିଟାଇମ ଦିବସ ପାଳନ କରାଯାଉଛି। କିନ୍ତୁ ପ୍ରତିବର୍ଷ ସେପ୍ଟେମ୍ବର ଶେଷ ସପ୍ତାହର ଗୁରୁବାରରେ ଭିନ୍ନ ଭିନ୍ନ ପାଳନ ତାରିଖରେ ପାଳନ କରାଯାଉଛି। ଚଳିତ ବର୍ଷ ସେପ୍ଟେମ୍ବର ୨୬ରେ ଏହି ଦିବସ ପାଳନ କରାଯାଉଥିବା ବେଳେ ଆସନ୍ତା ବର୍ଷ ଏହା ସେପ୍ଟେମ୍ବର ୨୪ରେ ପାଳନ କରାଯିବ। ଏହି ଦିବସ ଶିପିଂ ସୁରକ୍ଷା ଉପରେ ମଧ୍ୟ ଗୁରୁତ୍ୱ ଦିଏ। ସାମୁଦ୍ରିକ ପରିବେଶ ଓ ସୁରକ୍ଷାକୁ ସୁନିଶ୍ଚିତ କରେ। ବିଭିନ୍ନ ଦେଶରେ ଥିବା ବିଭିନ୍ନ ମାରିଟାଇମ ଅର୍ଗାନାଇଜେଶନ ଏହି ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?