Posted inଜାତୀୟ

ମାର୍କେଟରେ ମିଳୁଛି ମମତା-ମୋଦି ରାଖୀ

ନୂଆଦିଲ୍ଲୀ,୧୪।୮: ରାତି ପାହିଲେ ଦେଶରେ ଭାଇ ଭଉଣୀଙ୍କର ପବିତ୍ର ବନ୍ଧନର ପ୍ରତୀକ ଗହ୍ମାପୂର୍ଣ୍ଣିମା ପାଳନ କରାଯିବ। ଏନେଇ ଦୋକାନ ବଜାର ଚଳଚଞ୍ଚଳ ହୋଇଉଠିଛି। ସହରରେ ଚାରିଆଡେ ଦୋକାନଗୁଡ଼ିରେ ରାଖୀରେ ସଜେଇ ହୋଇଥିବା ବେଳେ ଏହାକୁ କିଣିବା ପାଇଁ ଲୋକମାନଙ୍କର ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। ଦୋକାନଗୁଡ଼ିକରେ ରଙ୍ଗବେରଙ୍ଗ, ବିଭିନ୍ନ ଡିଜାଇନ୍‌ର ରାଖୀ ମିଳୁଛି। ପୂର୍ବରୁ ଛୁଆମାନଙ୍କ ପାଇଁ ସ୍ପାଇଡର ମ୍ୟାନ ଓ କାର୍ଟୁନ ରାଖୀର ଚାହିଦା ରହିଥିବା ବେଳେ ଚଳିତ ଥର ନେତାଙ୍କ ଫଟୋ ଥିବା ରାଖୀର ଟ୍ରେଣ୍ଡ ଚାଲିଛି। ମାର୍କେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଫଟୋ ଥିବା ରାକ୍ଷୀ ମିଳୁଛି। ତୃଣମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ରାଜନୈତିକ ତିକ୍ତତା ଲାଗି ରହିଥିବା ବେଳେ ମାର୍କେଟରେ ଏହି ରାଖୀର ବହୁଳ ବିକ୍ରି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri