ଭଦ୍ରକର ବିଭିନ୍ନ ମାର୍କେଟରୁ ୧୦୦ରୁ ଊର୍ଦ୍ଧ୍ୱ ବାଇକ ଜବତ

ଭଦ୍ରକ ଅଫିସ, ୭।୪: କରୋନାକୁ ହରାଇବାର ଏକମାତ୍ର ବିକଳ୍ପ ହେଉଛି ସଚେତନତା ଓ ସାମାଜିକ ଦୂରତ୍ୱ। ତେଣୁ ସମସ୍ତେ ଘରେ ରହି ଘାତକ ଭୂତାଣୁ ‘କୋଭିଡ୍‌-୧୯’ ସହ ଲଢ଼େଇ କରିବାକୁ ବାରମ୍ବାର ପରାମର୍ଶ ଦିଆଯାଉଛି। ଏପରି କି ପରିବା ଓ ଗ୍ରସେରି ଆଣିବାକୁ ଗଲେ ଚାଲି ଚାଲି ଯିବାକୁ କୁହାଯାଇଛି। ହେଲେ ଅମାନିଆ ଲୋକେ ସଚେତନ ନ ହୋଇ ବାହାରକୁ ବାହାରୁଛନ୍ତି। ପରିବା, ମେଡିସିନ ଆଦି ନାନା ବାହାନା ଦେଖାଇ ବାଇକ ଧରି ସହର ଘୂରିବୁଲୁଛନ୍ତି। ଏହି ପରିପ୍ରେକ୍ଷୀରେ ଭଦ୍ରକ ସହରାଞ୍ଚଳ ପୋଲିସ ମଙ୍ଗଳବାର ସହରର ବିଭିନ୍ନ ମାର୍କେଟ ଅଞ୍ଚଳରୁ ୬୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ କରିଛି। ପ୍ରଶାସନିକ କଟକଣା ସତ୍ତ୍ୱେ ବାଇକ ଧାରୀମାନେ ବଜାରରେ ଅଯଥାରେ ଭିଡ଼ ଜମାଉଥିବା କାରଣରୁ ପୋଲିସ ଏହି ଗାଡ଼ିଗୁଡିକ ଜବତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri